ଗଞ୍ଜେଇ ଚାଲାଣକାରୀଙ୍କ ନୃଶଂସ କାଣ୍ଡ: ହୋମଗାର୍ଡଙ୍କୁ ଟାଙ୍ଗିଆରେ ହାଣି କଲେ ହତ୍ୟା

କୋରୁକୋଣ୍ଡା,୬।୯(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ଗଞ୍ଜେଇ ଚାଲାଣକାରୀଙ୍କ ନୃଶଂସ କାଣ୍ଡ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣ ବେଳେ ଚାଲାଣକାରୀ ଜଣେ ପୋଲିସ ହୋମଗାର୍ଡ ବନବାସୀ ମହାରଣାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ଶନିବାର ସକାଳ ଜିଲା ମାଥିଲି ଥାନା ଅନ୍ତର୍ଗତ ନୂଆଗୁଡା ଜଙ୍ଗଲରେ କିଛି ଗଞ୍ଜେଇ ଚାଲାଣକାରୀ କାଉଡି ଯୋଗେ ଗଞ୍ଜେଇ ନେଉଥିବା ବେଳେ ପୋଲିସ କର୍ମଚାରୀଙ୍କ ସହ ମୁହାଁମହିଁ ହୋଇଥିଲା। ପରେ ଗଞ୍ଜେଇ ଚାଲାଣକାରୀମାନେ ହୋମଗାର୍ଡଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ତେବେ ଏହି ଆକ୍ରମଣରେ ହୋମଗାର୍ଡ ବନବାସୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri