ଚୋରା ଚାଲାଣ ପାଇଁ ଚାଲିଥିଲା ପ୍ରସ୍ତୁତି: ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୧୦।୩: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ପକ୍ଷରୁ ଗଞ୍ଜେଇ ଗଛ କଟା ଅଭିଯାନ ଜାରି ରହିଥିବା ବେଳେ ଗଞ୍ଜେଇ ମାଫିଆମାନେ ବେଧଡକ ଗଞ୍ଜେଇ ଚାଲାଣ କରୁଛନ୍ତି। ଏଭଳିସ୍ଥିତିରେ ବାଲିଗୁଡ଼ା ପୋଲିସ ପାଟ୍ରୋଲିଂ ବେଳେ ୩୮ କିଲୋ ଗଞ୍ଜେଇ ସହ ଘଟଣାସ୍ଥଳରୁ ୨ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି।

ଗଞ୍ଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିବା ନେଇ ପୋଲିସକୁ ଏକ ଖବର ମିଳିଥିଲା। ଏନେଇ ବାଲିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ବାଲିଗୁଡା ଥାନା ଅଧୀନ ସିପାଞ୍ଜିରୀ-ଡାମିକିଆ ରାସ୍ତା ପାର୍ଶ୍ୱ ଜଙ୍ଗଲରେ ଚଢ଼ାଉ କରିଥିଲା। ଚଢାଉ ବେଳେ ଅଧିକାରୀମାନେ ଦୁଇ ଗଞ୍ଜେଇ ବ୍ୟବସାୟୀ ବାରା ମଲ୍ଲିକ ଏବଂ ବିଟୁ ମଲ୍ଲିକଙ୍କୁ ଧରିବାରେ ସଫଳ ହୋଇଥିଲେ। ପୋଲିସ ତାଙ୍କଠାରୁ ୩୮ କେଜି ଗଞ୍ଜେଇ ଜବତ କରିଥିଲା। ଏନେଇ ବାଲିଗଡ଼ା ଥାନା ପୋଲିସ ଏକ ମାମଲା(ନଂ.୬୦/୨୦୨୪) ରୁଜୁ କରି ଦୁଇ ଗଞ୍ଜେଇ ବ୍ୟବସାୟୀଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରେ ଘଟିଲା ଅଘଟଣ : ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ, ୨ ଗୁରୁତର

ବାଲିଗୁଡ଼ା,୨।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଏଥିରେ ଜଣେ…

ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର…

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri