୪୮୭ ଏକର ଜମିରେ ଚାଷ ହୋଇଥିଲା ଗଞ୍ଜେଇ

ଆର୍‌.ଉଦୟଗିରି,୨୮ା୧୧(ଡି.ଏନ.ଏ.): ଗଜପତି ଜିଲାର ଆର୍‌.ଉଦୟଗିରି, ମୋହନା ଏବଂ ଅଡବା ଥାନା ଅଞ୍ଚଳରେ ୪୮୭ ଏକର ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରି ଦିଆଯାଇଛି। ସ୍ଥାନୀୟ ପୋଲିସ, ଅବକାରୀ, ବନ ବିଭାଗ ଓ ରାଜସ୍ବ ବିଭାଗର ମିଳିତ କ୍ରମେ ଏହି କାର୍ଯ୍ୟ ହୋଇଥିଲା।

ସଂରକ୍ଷିତ ଜଙ୍ଗଲ ଉପରେ ବେଆଇନ ଭାବେ ମୋହନା ଥାନାର ନାରଙ୍ଗି ଗ୍ରାମର ୧୧୨ ଏକର ଜିମିରେ ଗଞ୍ଜେଇ ଚାଷ ହୋଇଥିବା ବେଳେ ଗୂଇମେରା ଗ୍ରାମର ୬୯ ଏକର, ଅଡବା ଥାନା ଅଧୀନ ରେନୁ ଗ୍ରାମରେ ୧୦୧.୩୧ ଏକର, ଆର.ଉଦୟଗିରି ଥାନା ପଟେଇପଦରରେ ୭୦ ଏକର, ତିଲିକର ୬୬ ଏକର ଓ ମୋହନା ଥାନାର ଗୁଇମେରା ଗ୍ରାମର ୬୯ ଏକରରେ ଲଗାଯାଇଥିବା ଗଞ୍ଜେଇ ଗଛକୁ ସମ୍ପୂର୍ଣ୍ଣ ନଷ୍ଟ କରିଦିଆଯାଇଛି। ଚଢାଉ ବେଳେ ସମ୍ପୃକ୍ତ ଅଞ୍ଚଳର ତହସିଲଦାର ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଉପସ୍ଥିତ ଥିଲେ। ବେଆଇନ ଗଞ୍ଜେଇ ଚାଷ ନେଇ ବିଭିନ୍ନ ଥାନାରେ ରୁଜୁ ହୋଇଛି। ହେଲେ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଡ୍ରାଇଭରକୁ ଗୁଳି କରି ହତ୍ୟା, କାରଣ ଅସ୍ପଷ୍ଟ

ନୟାଗଡ଼ ଅଫିସ,୨୨।୯: ନୟାଗଡ଼ ଜିଲା ଗଣିଆ ଥାନାର ରାସଙ୍ଗ ଜଙ୍ଗଲରେ ଗୁରୁବାର ଜଣେ ଟ୍ରାକ୍ଟର ଡ୍ରାଇଭରକୁ ଗୁଳି କରି ହତ୍ୟା କରାଯାଇଛି। ସେ ହେଲେ ରାସଙ୍ଗ...

ମାହାଙ୍ଗା ଗଣହତ୍ୟା: ଶିବଙ୍କୁ ରିମାଣ୍ଡରେ ନେଲା ପୋଲିସ

ମାହାଙ୍ଗା,୧୪।୪(ଡି.ଏନ୍‌.ଏ.): କଟକ ଜିଲା ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁଙ୍କୁ ମାହାଙ୍ଗା ପୋଲିସ ଗୁରୁବାର ୩ ଦିନିଆ ରିମାଣ୍ଡରେ ନେଇଛି। ଶିବଙ୍କ...

ବିଶ୍ୱ କାମଳ ରୋଗ ଦିବସ: ଗଞ୍ଜାମରେ ସଚେତନତା ଶୋଭାଯାତ୍ରା

ବ୍ରହ୍ମପୁର ଅଫିସ୍‌,୨୮।୭: ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଲକ୍ଷ୍ୟରେ ରବିବାର ବିଶ୍ୱ କାମଳ ରୋଗ...

ଲାଗିଲାଣି ମାଓବାଦୀ ପୋଷ୍ଟର

ମୁନିଗୁଡ଼ା/ରାୟଗଡ଼ା ଅଫିସ,୨୬।୧୦(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅଧୀନ କୁମୁଡ଼ାବାଲି ଶିବମନ୍ଦିର ଯିବା ରାସ୍ତାରେ ଥିବା ଯାତ୍ରୀ ପ୍ରତୀକ୍ଷାଳୟ ସମ୍ମୁଖରେ ମଙ୍ଗଳବାର ୫ଟି ମାଓବାଦୀ ପୋଷ୍ଟର ଲାଗିଛି।...

ସହରର ଆଉ ୩୩ ସ୍ଥାନର ରୂପ ବଦଳିବ

ଭୁବନେଶ୍ୱର,୧।୨ (ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ନବବଧୂ ପରି ସଜେଇ ହୋଇଛି ରାଜଧାନୀ ଭୁବନେଶ୍ୱର। ସହରର ସ୍ବଚ୍ଛତା ସହିତ ସୌନ୍ଦର୍ଯ୍ୟକରଣ ଉପରେ ବିଏମ୍‌ସି ବିଶେଷ ଭାବେ...

ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ପୂଜା ଭେଟି ଘୋଷଣା କରିଛନ୍ତି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ...

ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ମିଳିବ କରୋନା ଟିକା: ଜାଣନ୍ତୁ ପାଇବେ କେଉଁଠି

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ମାର୍ଚ୍ଚ ୧ରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୬୦ ବର୍ଷ ବୟସ୍କରୁ ଅଧିକ ଓ ବହୁବିଦ୍ଧ...

ଉଜୁଡ଼ିଲା ଫସଲ ଓ ଧୋଇଗଲା ରାସ୍ତା

ଗଣିଆ,୧୭।୮(ଡି.ଏନ.ଏ.)- ଛାଡିଯାଇଛି ବନ୍ୟାଜଳ ା ହେଲେ ଉଜୁଡିଯାଇଛି ଏକର ଏକର ଚାଷ ଜମି ା ଧୋଇଯାଇଛି ରାସ୍ତାଘାଟ ା ଫଳରେ ବହୁ ଚାଷୀ ଉଜୁଡା ଫସଲକୁ...

Advertisement
Archives

Model This Week