କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

ଖୋର୍ଦ୍ଧା,୨୧ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା-ଅବକାରୀ ବିଭାଗର ଚଣ୍ଡେଶ୍ବର ଛକ ନିକଟରେ ଚଢ଼ାଉ କରାଯାଇ ୧୦ କୁଇଣ୍ଟାଲ ୫୦କେଜି ଗଞ୍ଜେଇ ସହ ପିକଅପ୍‌ ଜବତ ହୋଇଥିବାବେଳେ ଜଣେ ଗିରଫ ହୋଇଛନ୍ତି। ସେ ହେଲେ ଖୋର୍ଦ୍ଧା ଗୁଡୁମ ଅଞ୍ଚଳର ପ୍ରିୟରଞ୍ଜନ ପଣ୍ଡା। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟିରୁ ଅଧିକ। ଗଜପତିରୁ ପୁରୀକୁ ଏହି ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ସୂଚନା ଦେଇଛନ୍ତି ଅବକାରୀ ଏସ୍‌ପି ସୁମତି ତ୍ରିପାଠୀ।


Enter your email to get our daily news in your inbox.

All Right Reserved By Dharitri.Com

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri