‘କାନନ ଫଟୋକପି ମଡେଲ ପ୍ରଦର୍ଶନୀ’

ଭୁବନେଶ୍ୱର,୩୦।୪: କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ମିଳିତ ଉଦ୍ୟମରେ ‘କାନନ ଫଟୋ କପି ମଡେଲର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କାନନର ଅତ୍ୟାଧୁନିକ ଫଟୋକପି ମଡେଲ ଆଇଆର୍‌ସି ୩୨୨୬ ଓ ଆଇଆର୍‌ସି ୨୨୦୬ ଏବଂ ୨୦୦୬ ଏନ୍‌ ଫଟୋ କପିଅର ମେଶିନ ଆଦି ପ୍ରଦର୍ଶନ କରାଯାଇଥିଲା। ବିଶେଷକରି ସ୍କାନ୍‌ ଓ ପ୍ରିଣ୍ଟି ପାଇଁ ଆବଶ୍ୟକ ଫଟୋକପି ଆଇଆର୍‌ସି ୩୨୨୬ ଏକ ମିନିଟ୍‌ରେ ୨୬ ଫଟୋ କପି ପ୍ରଦାନ କରିବାରେ ସକ୍ଷମ ଥିବାବେଳେ କାନନ ୨୨୦୬ ୧ ମିନିଟ୍‌ରେ ୨୨ଟି ଓ କାନନ ୨୦୦୬ଏନ୍‌ ୨୦ଟି ଫଟୋ ପ୍ରିଣ୍ଟ କରିପାରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। କାନନ ଇଣ୍ଡିଆର ଓଡ଼ିଶା ବିଜ୍‌ନେସ ମ୍ୟାନେଜର ହର୍ଷବର୍ଦ୍ଧନ ପରିଡ଼ା କହିଥିଲେ। ସାଧାରଣ ପେପରଠାରୁ ଆରମ୍ଭକରି ଅଏଲ ପେପରରେ ମଧ୍ୟ ଅତି ଉଚ୍ଚମାନର ଫଟୋ ପ୍ରିଣ୍ଟ ଉପରୋକ୍ତ ମେଶିନଗୁଡିକ କରିପାରୁଛି। ସେହିଭଳି କାନନ ଇଣ୍ଡିଆର ସେଲ୍ସ ଓ ସର୍ଭିସ୍‌ ପ୍ରିମିୟମ ପାର୍ଟନର ତଥା ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ ଲିମିଟେଡ୍‌ର ଡିରେକ୍ଟର ଜାନକୀନାଥ ପରିଡ଼ା ନିରବଚ୍ଛିନ୍ନ ସେବା ଯୋଗାଇଦେବା ପାଇଁ ଦ୍‌ୃଢ ପ୍ରତିଶ୍ରୁତି ଦେଇଥିଲେ । ଏହି ଅବସରରେ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି ଅମ୍ବିକାନାଥ ପରିଡ଼ା, ମୁଖ୍ୟ ପରିଚାଳକ ଇଂ ଅନିଲ କୁମାର ପଣ୍ଡା, ଇଂ ପ୍ରଭୁପ୍ରସାଦ ନନ୍ଦ, ସୌମ୍ୟରଞ୍ଜନ ଗୋଛାୟତ,ଗୌରାଙ୍ଗ ଚରଣ ସେଠୀ, ଗୀତାଞ୍ଜଳି ରାଜ୍‌, ରେଖା ବେହେରା, ଆକାଶ୍‌ ସାମନ୍ତରାୟ, ବିଭୂତି ଭୂଷଣ ସିଂହ, ନୀଳମାଧବ ସାହୁ, ବିଶ୍‌ଜ୍‌ିତ ରାଉତ, ଅନିମା ନିଆଲ ପ୍ରମୁଖ ଉପସ୍ଥିତ ରହି ପ୍ରଦର୍ଶନୀକୁ ସୁଚାରୁ ରୂପେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?