Advertisement
Posted inଜାତୀୟ

ଅଟଳ ବ୍ରିଜ୍‌ରେ ଯାଇପାରିବେନି ୩ ହଜାରରୁ ଊର୍ଦ୍ଧ୍ୱ

ଅହମଦାବାଦ, ୧ା୧୧: ଝୁଲାପୋଲ ଦୁର୍ଘଟଣା ପରେ ଅହମଦାବାଦ ମହାନଗର ନିଗମର ଚେତା ପଶିଛି। ଅହମଦାବାଦରେ ଥିବା ଅଟଳ ବ୍ରିଜ୍‌ରେ ଏକ ସଙ୍ଗରେ ୩ ହଜାରରୁ ଅଧିକ ଲୋକଙ୍କୁ ଯିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଏଏମ୍‌ସି ପକ୍ଷରୁ କୁହାଯାଇଛି। ଗତ ଅଗଷ୍ଟ ୨୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାବରମତି ନଦୀରେ ଉପରେ ନିର୍ମିତ ୩୦୦ ମିଟର ଲମ୍ବର ଅଟଳ ବ୍ରିଜ୍‌ ଲୋକାର୍ପିତ କରିଥିଲେ। ଏହାକୁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ନାମିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଲଗାମ୍‌ରେ ବିସ୍ଫୋରଣ: ଜଣେ ମୃତ

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ଗୁରୁବାର ଏକ ବିସ୍ଫୋରଣରେ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି...

ଆଜି ଦେଶରେ ଦେଢ଼ଲକ୍ଷରୁ ଅଧିକ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୯ା୧: ଦେଶରେ କରୋନା ପ୍ରତି ବିପଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୫୯,୬୩୨ନୂତନ କରୋନା ମାମଲା ରିପୋର୍ଟ ହୋଇଛି।...

ଶୀଘ୍ର ଶେଷ ହୋଇପାରେ କୃଷକ ଆନ୍ଦୋଳନ

ନୂଆଦିଲ୍ଲୀ,୬ ।୧୨: ବର୍ଷକରୁ ଊର୍ଦ୍ଧ୍ୱ ସମୟ ଧରି ଜାରି ରହିଥିବା କୃଷକ ଆନ୍ଦୋଳନ ଶୀଘ୍ର ଶେଷ ହୋଇପାରେ ବୋଲି ଅନୁମାନ କରାଯାଇଛି । ମୃତ କୃଷକଙ୍କ...

ଜମ୍ମୁ-କଶ୍ମୀରର ୪ ଜିଲା ଗସ୍ତ କରିବେ ଗୁଲାମ ନବୀ: ସୁପ୍ରିମ୍‌କୋର୍ଟରେ ଦାଖଲ କରିବେ ରିପୋର୍ଟ

ନୂଆଦିଲ୍ଲୀ,୧୬।୯: ଜମ୍ମୁ-କଶ୍ମୀର ଗସ୍ତ ପାଇଁ ସୋମବାର କଂଗ୍ରେସ ବରିଷ୍ଠ ସଦସ୍ୟ ଗୁଲାମ ନବୀ ଆଜାଦ୍‌ଙ୍କୁ ସୁପ୍ରିମ୍‌କୋର୍ଟ ପକ୍ଷରୁ ଅନୁମତି ମିଳିଛି। ତେବେ ସେ ଏଠାକାର ୪ଟି...

ଷ୍ଟ୍ରିଟ ଭେଣ୍ଡରଙ୍କ ପାଇଁ ଶିବରାଜଙ୍କ ବଡ ଘୋଷଣା

ଭୋପାଳ,୧୯ ।୭: ପଞ୍ଚାୟତ ନିର୍ବାଚନ ଓ ଅର୍ବାନ ବଡି ଇଲେକଶନରେ ସଫଳତା ମିଳିବା ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ଖୁବ୍ ଉତ୍ସାହିତ । ମଧ୍ୟପ୍ରଦେଶ...

କରୋନାକୁ ହରାଇ ଘରକୁ ଫେରିଲେ କନିକା କପୁର: କ୍ୱାରାଣ୍ଟାଇନ୍‌ରେ ରହିବେ ୧୪ ଦିନ

ମୁମ୍ବାଇ,୬।୪: କରୋନାକୁ ହରାଇ ଶେଷରେ ଗାୟିକା କନିକା କପୁର ଘରକୁ ଫେରିଛନ୍ତି। ୨୦ ମାର୍ଚ୍ଚଠାରୁ ସେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟ୍‌ ଗ୍ରାଜୁଏଶନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌...

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩ ଛୁଇଁଲା: ୩୫ ଦିନ ପାଇଁ ବିଦେଶୀଙ୍କ ଉପରେ କଟକଣା

ନୂଆଦିଲ୍ଲୀ,୧୨।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ୭୩ ଛୁଇଁଛି। ସୁରକ୍ଷା ଦୃଷ୍ଟିରୁ ଭାରତରେ ପ୍ରବେଶ ପାଇଁ ବିଦେଶୀ ନାଗରିକଙ୍କ ଉପରେ ୩୫ ଦିନିଆ କଟକଣା ଜାରି...

ପାଇଲଟ୍‌ଙ୍କୁ ଭେଟିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ

ଭୋପାଳ,୨୮।୧୦: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସଚିନ ପାଇଲଟ ଭାଜପା ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି। ଏହାକୁ ନେଇ ରାଜନୀତି ଜୋର ଧରିଛି।...

Advertisement
Archives

Model This Week