Posted inଜାତୀୟ

ଉତ୍ସବ ପାଳନ ପାଇଁ ଲୋକଙ୍କ ଜୀବନ ସହିତ ଖେଳି ହେବ ନାହିଁ…

ନୂଆଦିଲ୍ଲୀ,୨୮।୧୦: ଦୀପାବଳିରେ ରାଜଧାନୀ ଦିଲ୍ଲୀରେ ବାଣ ଫୁଟା ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି ଯେ, ଉତ୍ସବ ପାଳନ ପାଇଁ ଲୋକଙ୍କ ଜୀବନ ସହିତ ଖେଳି ହେବ ନାହିଁ। ବାଣ ଫୁଟାଇବା ଉପରେ ପ୍ରତିବନ୍ଧ କୌଣସି ସମ୍ପ୍ରଦାୟ ବିରୋଧୀ ନୁହେଁ। ତେବେ ଉତ୍ସବ ପାଳନ ଲାଗି ସାଧାରଣ ନାଗରିକଙ୍କ ମୌଳିକ ଅଧିକାରକୁ ଉଲ୍ଲଂଘନ କରାଯାଇ ପାରିବ ନାହିଁ।

ବିଚାରପତି ଏମ୍‌.ଆର୍‌. ଶାହା ଏବଂ ଏସ୍‌.ଏ. ବୋପନ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତିି ଯେ, ବାଣ ଫୁଟାଇବା ଏବଂ ବିକ୍ରି ଉପରେ ପ୍ରତିବନ୍ଧକ ଉପଯୁକ୍ତ କାରଣ ଦର୍ଶାଇ ଜାରି କରାଯାଇଥିଲା। ଲୋକଙ୍କ ହିତ ଲାଗି କୋର୍ଟ ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀର ବାୟୁ ପ୍ରଦୂଷଣ ସ୍ଥିତି ସମସ୍ତଙ୍କୁ ଜଣା। ଏହା ଦ୍ୱାରା କିଭଳି ଅବସ୍ଥା ସୃଷ୍ଟି ହେଉଛି ତାହା ଲୋକେ ହୃଦୟଙ୍ଗମ କରୁଛନ୍ତି।

ବାଣ ବିକ୍ରି ଯୋଗୁ ରୋଜଗାର ହେଉଥିବା ଦର୍ଶାଇ କୋର୍ଟ ସାଧାରଣ ଲୋକଙ୍କ ଜୀବନର ଅଧିକାରକୁ ଉଲ୍ଲଂଘନ କରି ପାରିବେ ନାହିଁ। ନିର୍ଦ୍ଦୋଷ ନାଗରିକଙ୍କ ଜୀବନ ସହିତ ଖେଳ ହୋଇ ପାରିବ ନାହିଁ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri