Posted inଜାତୀୟ

ହାଇକୋର୍ଟଙ୍କ ରାୟ; ହାଇଓ୍ବେରେ ନେଇପାରିବେନି ଟ୍ରାକ୍ଟର-ଟ୍ରଲି

ଚଣ୍ଡୀଗଡ,୨୦।୨: ହାଇଓ୍ବେରେ ଟ୍ରାକ୍ଟର ଏବଂ ଟ୍ରଲି ନେଇ ଯାଇପାରିବେନି, ଏପରି ରାୟ ଦେଇଛନ୍ତି ହାଇକୋର୍ଟ। ବିଭିନ୍ନ ଦାବି ନେଇ ଦିଲ୍ଲୀ ବାହାରିଥିବା ଚାଷୀଙ୍କ ଉପରେ ବର୍ଷିଛନ୍ତି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ। ମଙ୍ଗଳବାର ହାଇକୋର୍ଟ କହିଛନ୍ତି, ଚାଷୀମାନେ ଏଭଳି ହାଇଓ୍ବେରେ ଟ୍ରାକ୍ଟର ଏବଂ ଟ୍ରଲି ନେଇ ଯାଇପାରିବେନି। ଶୁଣାଣି ସମୟରେ କୋର୍ଟ ମୋଟର ଯାନ ଆକ୍ଟର ଉଲ୍ଲେଖ କରିଛନ୍ତି। ଏହା ସହ ପଞ୍ଜାବ ସରକାରଙ୍କୁ ଆଦେଶ ଦେଇଛନ୍ତି ଯେ, ବଡ଼ ସଂଖ୍ୟାରେ ଲୋକଙ୍କୁ ଏକାଠି ନ ହେବାକୁ ଦିଆଯାଉ।

କୋର୍ଟ ଆହୁରି କହିଛନ୍ତି, ଚାଷୀଙ୍କୁ ବିରୋଧ କରିବାର ଅଧିକାର ଅଛି କିନ୍ତୁ କିଛି ଆବଶ୍ୟକୀୟ କଟକଣା ମଧ୍ୟ ପାଳନ ହେବା ଆବଶ୍ୟକ। ତେବେ ଚାଷୀଙ୍କ ସହ କେନ୍ଦ୍ର ସରକାରଙ୍କ ମଧ୍ୟରେ ହୋଇଥିବା ବୈଠକ ଉପରେ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଏକ ନୂଆ ସତ୍ୟପାଠ ଦାୟର କରିବାକୁ ଆଦେଶ ଦେଇଛନ୍ତି। ଆଉ ସେଥିରେ ବୈଠକରେ କ’ଣ ଆଲୋଚନା ହୋଇଛି ତାହା ଉଲ୍ଲେଖ କରିବାକୁ କହିଛନ୍ତି। ଏହି ମାମଲାରେ ଆସନ୍ତା ସପ୍ତାହରେ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି…

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ…

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

ଜାନୁଆରୀ ୨୯ ରାତିରେ ମିଥୁନ ରାଶିରେ ଗୋଚର କରିବେ ଚନ୍ଦ୍ର, ଏହି ୩ଟି ରାଶିକୁ…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରକୁ ମନ ଏବଂ ମାତାଙ୍କ କାରକ ଗ୍ରହ ଭାବେ ବିବେଚନା କରାଯାଏ । ଆଜି, ଜାନୁଆରୀ ୨୯ତାରିଖ, ରାତିରେ ଚନ୍ଦ୍ର ବୃଷ ରାଶିରୁ ମିଥୁନ…

ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

ମିନିବସ୍-ଟ୍ରକ ମଧ୍ୟରେ ଭୟଙ୍କର ଧକ୍କା, ୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯।୧: ଦକ୍ଷିଣ ଆଫ୍ରିକାରେ ଗୁରୁବାର ଦିନ ପୂର୍ବ କ୍ୱାଜୁଲୁ-ନାଟାଲ ପ୍ରଦେଶର ଡର୍ବାନ ସହର ନିକଟରେ ଏକ ମିନିବସ୍ ଏବଂ ଏକ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି…

‘ଡିଜିଟାଲ୍ ନିଶା’ରେ ଭାରତୀୟ ଯୁବପିଢ଼ି: ଚିନ୍ତା ପ୍ରକଟ କଲେ ସରକାର

ନୂଆଦିଲ୍ଲୀ,୨୯।୧: ଦିନକୁ ଦିନ ଭାରତୀୟ ଯୁବପିଢ଼ିଙ୍କ ଡିଜିଟାଲ ନିଶା ବଢ଼ିବାରେ ଲାଗିଛି। ସଂସଦରେ ଉପସ୍ଥାପିତ ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ଏହି ଧାରାକୁ ‘ଉଦ୍‌ବେଗଜନକ’ ବୋଲି ଦର୍ଶାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri