ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର ଓଲଟି ପଡି ୫୦ରୁ ଉର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ହେଇଛନ୍ତି l ଖବର ପାଇ କୋଟପାଡ଼ ଅଗ୍ନିଶମ ବିଭାଗ ଗାଡି ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଲାଇଥିବ୍‌ବେଳେ ଗୋରକ୍ଷକ ଦଳ ତରଫରୁ ଉତ୍ତେଜନା ଦେଖା ଦେଇଛି। ଉକ୍ତ କ୍ୟାଣ୍ଟରରେ କେତେ ମୃତ ଗୋରୁ ଅଛନ୍ତି ଜଣାପଡିନାହିଁ। ଗୋରୁ ଏହି ଅଞ୍ଚଳରୁ ପ୍ରତ୍ୟକ ଦିନ ଏଭଳି କ୍ୟାଣ୍ଟରରେ ଗୋରୁଚାଲାଣ ହେଉଥିବା କୋଟପାଡ଼ ପୋଲିସ ନିକଟରେ ବାରମ୍ବାର ଅଭିଯୋଗ ହେଉଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଉ ନ ଥିବାର ଗୋରକ୍ଷକ ସଂଘ ଅଭିଯୋଗ କରିଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି…

ରେଲଓ୍ବେ ଟ୍ରାକ୍‌ରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ, ହତ୍ୟା ନା ଆତ୍ମହତ୍ୟାକୁ ନେଇ ଚାଲିଛି…

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ…

ବ୍ଲୁ ହ୍ୱେଲ୍ ପରେ Korean Lover Game ନେଉଛି ଛୁଆଙ୍କ ଜୀବନ! କେତେ ବିପଦ ଜାଣନ୍ତୁ

ନୂଆଦିଲ୍ଲୀ,୪।୨: ବ୍ଲୁ ହ୍ୱେଲ୍ ଗେମ୍ ପରେ, ଏବେ କୋରିଆନ୍ ଲଭର୍ ଗେମ୍ ଲୋକଙ୍କ ଜୀବନ ସହିତ ଖେଳିବା ଆରମ୍ଭ କରିଛି । ଏହି ଗେମ୍ ଗୁଡ଼ିକରେ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri