Posted inଖେଳ

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ କେପ ଭର୍ଡେ ବିନା ଗୋଲରେ ଡ୍ର’ ଭାବେ ଶେଷ କରିଛି।

ଚଳିତ ଟୁର୍ନାମେଣ୍ଟରେ ଏହା ଏପର୍ଯ୍ୟନ୍ତ ସବୁଠୁ ବଡ଼ ବିପର୍ଯ୍ୟୟ। କେପ ଭର୍ଡେ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ପ୍ରଥମ ପଏଣ୍ଟ ଅର୍ଜନ କରିଛି। ଦଳର ୪୦ ବର୍ଷୀୟ ଗୋଲକିପର ଭୋଜିନ୍‌ହା ୨୦୧୦ ଚାମ୍ପିୟନ ସ୍ପେନ ଦଳକୁ ଗୋଟିଏ ବି ହେଲେ ଗୋଲ କରେଇ ଦେଇ ନ ଥିଲେ। ସମ୍ପୂର୍ଣ୍ଣ ଫିଟ୍‌ ନ ଥିବା ଲାମିନେ ୟାମାଲ ମ୍ୟାଚ୍‌ରେ ମାତ୍ର ୨୦ ମିନିଟ୍‌ ଖେଳିଥିଲେ। ସ୍ପେନକୁ ପ୍ରଥମାର୍ଦ୍ଧରେ ସୁବର୍ଣ୍ଣ ସୁଯୋଗ ମିଳିଥିଲା। ହେଲେ ଫେରାନ ଟୋରେସଙ୍କ ଶଟ୍‌ କ୍ରସବାରରେ ବାଜିଥିଲା। ଗତ ୧୮ ମାସରେ ପ୍ରଥମ ଥର ପାଇଁ ସ୍ପେନ କୌଣସି ମ୍ୟାଚ୍‌ରେ ଗୋଲ କରିବାରେ ବିଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ! ଭୋଜି ଖାଉଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ତାପରେ….

ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର): ଭୋଜି ଖାଉଥିବା ସମୟରେ ଟଳିପଡ଼ିଲେ ବୃଦ୍ଧା । କଥାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ…

ଖୋଲା ଆକାଶ ତଳେ ପଡିରହିଛି ଶବ ଫ୍ରିଜର ବକ୍ସ, ଅବହେଳା ଉପରେ କାର୍ଯ୍ୟାନୁଷ୍ଠାନ ଦାବି

ଛତ୍ରପୁର,୧୯।୭(ଦିଲ୍ଲୀପ ସାମଲ) : ପରିବାରର କେହି ଜଣେ ଆତ୍ମୀୟଙ୍କ ମୃତ୍ୟୁ ଘଟିଲେ ଶୋକାକୁଳ ପରିବେଶ ଖେଳିଯାଏ । ଦୂର ସହରରେ ରହୁଥିବା ଝିଅ କିମ୍ବା ପୁଅର ଅପେକ୍ଷା…

କରିଦେବୁ ନୁହେଁ କରିଦିଅନ୍ତୁ…ଅଭିଯୋଗ ଶୁଣାଣିରେ ଜିଲାପାଳଙ୍କୁ ଏଭଳି କହିଦେଲେ ୧୩ ବର୍ଷୀୟ ବାଳକ, ସମସ୍ତେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧୯।୭: ଉତ୍ତର ପ୍ରଦେଶର ଲଖିମପୁର ଖେରିରେ, ଜଣେ ୧୩ ବର୍ଷୀୟ ବାଳକ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଯେତେବେଳେ ବାଳକଟି ଜିଲା ମାଜିଷ୍ଟ୍ରେଟ୍ (DM)ଙ୍କ ସମ୍ମୁଖରେ ନିଜର…

ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ ପାଇଁ ଛାତ୍ରୀ କୀର୍ତ୍ତନା ମନୋନୀତ, ଅଞ୍ଚଳରେ ଖୁସିର ଲହରି

ପଟାଙ୍ଗି,୧୯ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ କୀର୍ତ୍ତନା ସାହୁ ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ କାର୍ଯ୍ୟକ୍ରମକୁ ମନୋନୀତ…

FIFA World Cup 2026: ସମସ୍ତେ ଟ୍ରଫି ଦେଖିଛନ୍ତି… କିନ୍ତୁ ଏବେ FIFA ଚାମ୍ପିୟଙ୍କୁ ଦିଆଯିବ ଏକ ସ୍ବତନ୍ତ୍ର ‘Ring’, ଯାହାର ମୂଲ୍ୟ…

ନ୍ୟୁୟର୍କ,୧୯।୭: ମାତ୍ର କିଛି ଘଣ୍ଟା ମଧ୍ୟରେ, ଫୁଟବଲ ତାର ପରବର୍ତ୍ତୀ ବିଶ୍ୱ ବିଜେତାଙ୍କୁ ମୁକୁଟ ପିନ୍ଧାଇବ। ୧୯ ଜୁଲାଇ ବିଳମ୍ବିତ ରାତିରେ ଆର୍ଜେଣ୍ଟିନା ଏବଂ ସ୍ପେନ ମଧ୍ୟରେ…

ଉଦ୍‌ଘାଟନ ପୂର୍ବରୁ ଚକରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼, ଏବେଠୁ ସୁରକ୍ଷା ଚିନ୍ତା, ନଚେତ୍‌…

ଭଞ୍ଜନଗର,୧୯ା୭(ବାବୁଲା ପ୍ରଧାନ): ଘୁମୁସର ମାଟିରେ ଭଞ୍ଜ ରାଜବଂଶର ଯାହା କିଛି ସ୍ମୃତି ଅଛି ସେଥିମଧ୍ୟରୁ ଚକରାଘାଟି ଅନ୍ୟତମ। ଉକ୍ତ ଘଞ୍ଚ ଜଙ୍ଗଲ ଘାଟିରେ ଘୁମୁସର ବୀର ଚକରା…

FIFA World Cup 2026 Prize Money: ଫିଫା ବିଶ୍ୱକପ ପୁରସ୍କାର ରାଶି ଶୁଣିଲେ ଉଡିଯିବ ହୋସ୍‌; ଚାମ୍ପିୟନଙ୍କ ଉପରେ ହେବ ଧନ ବର୍ଷା

ନ୍ୟୁୟର୍କ,୧୯।୭: ଆଜି (ରବିବାର) ରାତି ୧୨ଟା ୩୦ ରେ ଆର୍ଜେଣ୍ଟିନା ଏବଂ ସ୍ପେନ ମଧ୍ୟରେ ଫିଫା ବିଶ୍ୱକପ ୨୦୨୬ ଫାଇନାଲ ଅନୁଷ୍ଠିତ ହେବ। ଲିଓନେଲ ମେସିଙ୍କ ଅଧିନାୟକତ୍ୱରେ,…

୭ ଜିଲାକୁ ପ୍ରବଳ ବର୍ଷା: ସତର୍କ କରାଇ ପାଣିପାଗ ବିଭାଗ କହିଲା ଏହି ସମୟରେ…

ଭୁବନେଶ୍ୱର,୧୯ା୭: ରବିବାର ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri