କ୍ୟାପିଟାଲ ହସ୍ପିଟାଲ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର,୮।୫(ବ୍ୟୁରୋ): ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି କ୍ରମରେ କ୍ୟାପିଟାଲ ହସ୍ପିଟାଲର କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯିବା ସହ ସମସ୍ତ ବିଭାଗକୁ ସତର୍କ କରାଯାଇଛି। ଏଥିସହ ସମ୍ପୃକ୍ତ ବିଭାଗ ଯେପରି ସେମାନଙ୍କ ଦାୟିତ୍ୱ ସଠିକ ଭାବେ ତୁଲାଇବେ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ଯେ ପର୍ଯ୍ୟନ୍ତ ନିର୍ଦ୍ଦେଶ ନ ଆସିଛି ସେ ପଯର୍ର୍‌ୟନ୍ତ ଅଧିକାରୀ ଚିକିତ୍ସାଳୟ ଛାଡିପାରିବେ ନାହିଁ। ବିଜୁଳି, ପାଣିକୁ ଗୁରୁତ୍ୱ ଦିଆଯାଇଥିବାବେଳେ ଗୁରୁତର ରୋଗୀଙ୍କୁ ପ୍ରାଥମିକତା ଭିତ୍ତିରେ ଚିକିତ୍ସା ସହ ଆବଶ୍ୟକ ପରିମାଣ ଔଷଧ ଏବଂ ଆନୁଷଙ୍ଗିକ ସାମଗ୍ରୀ ଉପଲବ୍ଧ କରାଯାଇଛି । ବିଜୁଳି ଗଲେ ଯେପରି ତ୍ୱରିତ ସେବା ଯୋଗାଇ ଦେଇହେବ ସେନେଇ ଡିଜି ସେଟ ପାଇଁ ଡିଜେଲ ମହଜୁଦ ରଖାଯାଇଥିବା ନେଇ ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖୋର୍ଦ୍ଧାକୁ ଟପିଲା କଟକ, ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। କିଛିଦିନ ଧରି ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଖୋର୍ଦ୍ଧା ଦ୍ୱିତୀୟ...

ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୫।୩ – ଦେଶର ବିଭିନ୍ନ ରାଜ୍ୟରେ ଦେଖାଦେଇଛି କରୋନାର ଦ୍ୱିତୀୟ ଲହରି। ଏହାକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟରେ ନିଆଯାଉଛି ବ୍ୟାପକ ପଦକ୍ଷେପ। ସଂକ୍ରମଣ...

ଓଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ...

ହକି ଖେଳିବା ବେଳେ ଚାଲିଗଲା ୨ ଜୀବନ

ସୁନ୍ଦରଗଡ଼,୩।୫(ଡି.ଏନ୍‌.ଏ.): ଖେଳ ହେଲା କାଳ। ହକି ଖେଳିବା ବେଳେ ଚାଲିଗଲା ୨ ଯୁବକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର...

ଇଏ କି ଶାଳଗ୍ରାମ

ପୁରୀ ଅଫିସ,୧୬।୬: ସନାତନ ପରମ୍ପରାରେ ଶାଳଗ୍ରାମଙ୍କୁ ସ୍ବୟଂ ବିଷ୍ଣୁଙ୍କ ସ୍ବରୂପ ଭାବେ ଉପାସନା କରାଯାଇଥାଏ। ବର୍ତ୍ତମାନ ପ୍ରକୃତ ଶାଳଗ୍ରାମ ପ୍ରାୟତଃ ଆଉ ମିଳୁନାହିଁ। ଶ୍ରୀମନ୍ଦିରରେ ଚିତ୍ରିତ...

ବ୍ୟାନର ପାଇଁ ଗଲା ଛାତ୍ରଙ୍କ ଜୀବନ

ବଡ଼ବିଲ, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଆଇଟିଆଇରେ ଏକ ବ୍ୟାନର ବାନ୍ଧିବା ବେଳେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି।...

ଦୋକାନ ଭିତରକୁ ପଶିଗଲା ଟ୍ରକ: ୨ ମୃତ

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.)-ସଦର ଥାନା ଶୁଆକାଠି ପାଟେଶ୍ୱର ମନ୍ଦିର ନିକଟ ବାଂଶପାଳ-କେନ୍ଦୁଝର ରାସ୍ତାରେ ବୁଧବାର ଏକ ଟ୍ରକ ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଯାଇଛି। ଫଳରେ ଦୋକାନ ମାଲିକ...

ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ

ବାରିପଦା ଅଫିସ,୨୪।୧୦: ମୟୁରଭଞ୍ଜ ଜିଲା ସ୍ଥିତ ପ୍ରସ୍ତାବିତ ଜାତୀୟ ଉଦ୍ୟାନ ତଥା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ଶିମିଳିପାଳ ଟାଇଗର...

Advertisement
Archives

Model This Week