Posted inଜାତୀୟ

ଭଗତ ସିଂହ କୋଶିୟାରୀଙ୍କ ସ୍ଥାନ ନେବେ କି କ୍ୟାପଟେନ୍‌ ଅମରିନ୍ଦର: କହିଲେ…

ମୁମ୍ବାଇ,୨।୨: ମହାରାଷ୍ଟ୍ରର ରାଜ୍ୟପାଳ କିଏ ହେବ ସେନେଇ କଳ୍ପନାଜଳ୍ପନା ମଧ୍ୟରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା କ୍ୟାପଟେନ ଅମରିନ୍ଦର ସିଂ ଗୁରୁବାର ନୀରବତା ଭାଙ୍ଗିଛନ୍ତି। ଅମରିନ୍ଦର ସିଂ କହିଛନ୍ତି, ମୁଁ ଏହା ବିଷୟରେ କିଛି ଜାଣି ନାହିଁ। ମୋତେ କୌଣସି ଯୋଗାଯୋଗ କରାଯାଇନାହିଁ। ଗଣମାଧ୍ୟମ ଜରିଆରେ ଏହି ବିଷୟରେ ଜାଣିବାକୁ ପାଇଛି ବୋଲି ଅମରିନ୍ଦର କହିଛନ୍ତି। ଗତ କିଛି ଦିନରୁ ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ, କ୍ୟାପଟେନ ମହାରାଷ୍ଟ୍ରର ବର୍ତ୍ତମାନର ରାଜ୍ୟପାଳ ଭଜତ ସିଂ କୋଶିୟାରୀଙ୍କ ସ୍ଥାନ ନେଇପାରନ୍ତି। ସୂଚନାଯୋଗ୍ୟ, ଛତ୍ରପତି ଶିବାଜୀ ମହାରାଜଙ୍କ ଉପରେ କୋଶିୟାରୀଙ୍କ ବିବାଦୀୟ ବୟାନ ପରେ ତାଙ୍କୁ ପଦରୁ ହଟାଇବାକୁ ଦାବି ଦିନକୁ ଦିନ ବଢ଼ୁଛି। ଇତିମଧ୍ୟରେ ଜାନୁଆରୀ ୨୩ରେ କୋଶିୟାରୀ ଏକ ବୟାନ ଜାରି କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ପଦବୀରୁ ମୁକ୍ତ କରନ୍ତୁ। ତାଙ୍କର ଏଭଳି ବୟାନ ପରେ ଚର୍ଚ୍ଚା ହେଉଛି ଯେ, ମହାରାଷ୍ଟ୍ରର ପରବର୍ତ୍ତୀ ରାଜ୍ୟପାଳ କିଏ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri