Posted inଜାତୀୟ

ଭାଜପାରେ ଯୋଗ ଦେବେ କ୍ୟାପଟେନ ଅମରିନ୍ଦର ସିଂ!

ଚଣ୍ଡିଗଡ଼,୨୮ ।୯: ପଞ୍ଜାବରେ ରାଜନୈତିକ ଟଣା ଓଟରା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ଇତିମଧ୍ୟରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଙ୍ଗଳବାର ଦିଲ୍ଲୀ ଗସ୍ତ କରିଛନ୍ତି । ସେଠାରେ ସେ ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଓ ସ୍ୱରାଷ୍ଟ ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ୍ କରିବେ ବୋଲି ଜଣାପଡିଛି । ଏହା ଜଣାପଡିବା ପରେ ଏବେ ସାରା ଦେଶର ରାଜନୀତି ହେଉଛି ସରଗରମ । ଆଲୋଚନା ହେଲାଣି କି ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ହୁଏତ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଭାଜପାରେ ଯୋଗ ଦେଇ ପାରନ୍ତି । ବହୁ ବାଦ ବିବାଦ ପରେ ଅମରିନ୍ଦର ମୁଖ୍ୟମନ୍ତ୍ରୀ ପଦ ଛାଡିଛନ୍ତି । ତେବେ ସେ ପୂର୍ବରୁ କହିଥିଲେ କି ପଞ୍ଜାବରେ ସେ ନବଜୋତ ସିଂ ସିଦ୍ଧୁଙ୍କୁ ମୁଖ୍ୟମନ୍ତ୍ରୀ କରାଇ ଦେବେନି । ହେଲେ ଏବେ ସେ ଦଳ ଛାଡିବାକୁ ନେଇ ଚର୍ଚ୍ଚା ହେଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଅନ୍ଧାରରେ ଲୁଚି ମଣିଷର ଜାସୁସୀ କରୁଛନ୍ତି ଏଲିଅନ! ବୈଜ୍ଞାନିକଙ୍କ ଏହି ଚେତାବନୀ ସାରା ବିଶ୍ୱରେ ସୃଷ୍ଟି କଲାଣି ଆତଙ୍କ

ବିଗତ ଅନେକ ବର୍ଷ ଧରି ଏହି ସୌରମଣ୍ଡଳରେ ଏଲିଅନଙ୍କ ଉପସ୍ଥିତିକୁ ନେଇ ଅନେକ ବଡ଼ ବଡ଼ ଦାବି କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଏହା ଏକ ଅସମାହିତ ପ୍ରଶ୍ନ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri