Posted inଖେଳ

ଲଗାତର ୫ ଥର ଟସ୍‌ ହାରିଲେ ଅଧିନାୟକ ଗିଲ୍‌, ଜାଣନ୍ତୁ ଏଭଳି ଟସ୍‌ ହାରିବାରେ କାହାର ରହିଛି ନାଁ…

ଲଣ୍ଡନ,୩୧ା୭: ଭାରତୀୟ ଦଳର ଟେଷ୍ଟ ଅଧିନାୟକ ଶୁବମନ ଗିଲ୍‌ ଗୁରୁବାର ଦି ଓଭାଲଠାରେ ଆଣ୍ଡରସନ-ତେନ୍ଦୁଲକର ଟ୍ରଫିର ପଞ୍ଚମ ଟେଷ୍ଟରେ ଟସ୍‌ ହାରିଛନ୍ତି। ଚଳିତ ଟେଷ୍ଟ ସିରିଜ୍‌ରେ ସେ ପଞ୍ଚମ ଥର ପାଇଁ ଟସ୍‌ ହାରିଛନ୍ତି। ଏଥିସହିତ ସେ ଭାରତୀୟ କ୍ରିକେଟ୍‌ ଇତିହାସରେ ଏକ ବିରଳ ଓ ଅଲୋଡ଼ା କ୍ଲବରେ ସାମିଲ ହୋଇଛନ୍ତି।

କୌଣସି ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ସମସ୍ତ ଟସ୍‌ ହାରିବାରେ ସେ ଚତୁର୍ଥ ଭାରତୀୟ ଅଧିନାୟକ। ଅନ୍ତର୍ଜାତୀୟ କ୍ରିକେଟରେ ଭାରତ ଲଗାତର ୧୫ତମ ମ୍ୟାଚ୍‌ରେ ଟସ୍‌ ହାରିଛି। ଏହି ଧାରା ଖେଳାଳି ଓ ପ୍ରଶଂସକଙ୍କୁ ବିଚଳିତ କରିଛି। ଲଗାତର ୫ ଟେଷ୍ଟରେ ଟସ୍‌ ହାରିଥିବା ଭାରତୀୟ ଅଧିନାୟକଙ୍କ ମଧ୍ୟରେ ଲାଲା ଅମରନାଥ (ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୧୯୪୮-୪୯ ସିରିଜ୍‌), କପିଳ ଦେବ (ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୧୯୮୨-୮୩ ସିରିଜ୍‌) ଓ ବିରାଟ କୋହଲି (ଇଂଲଣ୍ଡ ବିପକ୍ଷ ୨୦୧୮ ସିରିଜ୍‌) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri