Posted inଖେଳ

ଅଧିନାୟିକା ଦୌଡ଼ରେ ଆଗୁଆ

ମୁମ୍ବାଇ,୧୩ା୨: ଆର୍‌ସିବି: ଆର୍‌ସିବି ପକ୍ଷରୁ ସ୍ମୃତି ମନ୍ଧାନା, ଏଲିସ୍‌ ପେରୀ ଓ ନ୍ୟୁଜିଲାଣ୍ଡ ଅଧିନାୟିକା ସୋଫି ଡିଭାଇନଙ୍କୁ କିଣାଯାଇଛି। ଅଭିଜ୍ଞତା ଦୃଷ୍ଟିରୁ ମନ୍ଧାନା ଫେବରିଟ୍‌ ଅଛନ୍ତି।
ମୁମ୍ବାଇ ଇଣ୍ଡିଆନ୍ସ: ହରମନ୍‌ପ୍ରୀତ କୌରଙ୍କୁ ୧.୮ କୋଟି ଟଙ୍କାରେ କିଣିଛି ମୁମ୍ବାଇ ଫ୍ରାଞ୍ଚାଇଜ୍‌। ଇଂଲଣ୍ଡର ନାଟଲି ସ୍କିଭରଙ୍କୁ ଦଳ ୩.୨ କୋଟି ଟଙ୍କାରେ କିଣିଥିଲେ ହେଁ ହରମନପ୍ରୀତଙ୍କୁ ଅଧିନାୟିକା ପଦ ମିଳିବା ସମ୍ଭାବନା ଅଧିକ।

ଗୁଜରାଟ ଜାଏଣ୍ଟ୍ସ: ଗୁଜରାଟ ଜାଏଣ୍ଟ୍ସ ଦଳର ଅଧିନାୟିକା ଭାର ଜଣେ ବିଦେଶୀ ଖେଳାଳିଙ୍କୁ ମିଳିପାରେ। ହରଲିନ୍‌ ଦେଓଲ ଏବଂ ସ୍ନେହ ରାଣାଙ୍କ ପରି ଭାରତୀୟ ଖେଳାଳି ଥିଲେ ମଧ୍ୟ ବେଥ୍‌ ମୁନି କିମ୍ବା ଆସ୍‌ଲେ ଗାର୍ଡନରଙ୍କ ମଧ୍ୟରୁ ଜଣଙ୍କୁ ଅଧିନାୟିକା ଦାୟିତ୍ୱ ମିଳିବା ସମ୍ଭାବନା ବେଶି।
ଦିଲ୍ଲୀ କ୍ୟାପିଟାଲ୍ସ: ଦିଲ୍ଲୀ ଫ୍ରାଞ୍ଚାଇଜ୍‌ ନିକଟରେ ମେଗ୍‌ ଲାନିଙ୍ଗ୍‌, ଜେମିମା ରୋଡ୍ରିଗୁଏଜ ଏବଂ ଶେଫାଳି ବର୍ମାଙ୍କ ପରି ଖେଳାଳି ଥିଲେ ହେଁ ଲାନିଙ୍ଗ୍‌ ଏହି ତାଲିକାରେ ଆଗୁଆ ଅଛନ୍ତି।

ୟୁପି ଓ୍ବାରିୟର୍ସ: ୟୁପି ଓ୍ବାରିୟର୍ସ ୨.୬ କୋଟି ଟଙ୍କାରେ ଦୀପ୍ତି ଶର୍ମାଙ୍କୁ କିଣିଛି। ଅଭିଜ୍ଞ ଖେଳାଳି ଦୀପ୍ତି ଅଧିନାୟିକା ଦୌଡ଼ରେ ଆଗୁଆ ରହିଥିବା ବେଳେ ସୋଫି ଏକେଲଷ୍ଟୋନ ଏବଂ ଟାହଲିଆ ମ୍ୟାକ୍‌ଗ୍ରାଥଙ୍କ ପରି ଖେଳାଳି ମଧ୍ୟ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri