Posted inଖେଳ

ଶେଷ ମ୍ୟାଚରେ ଟସ୍‌ ଜିତିଲେ

ଦୁବାଇ,୮।୧୧: କ୍ୟାପଟେନ କୋହଲି ଟି୨୦ ଫର୍ମାଟର ଶେଷ ମ୍ୟାଚରେ ଟସ୍‌ ଜିତିଛନ୍ତି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯିବାକୁ ଥିବା ସୁପର-୧୨ର ଶେଷ ଲିଗ ମ୍ୟାଚରେ ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ନାମ୍ବିଆ ପ୍ରଥମେ ବ୍ୟାଟିଂ କରିବ।

ନାମ୍ବିଆ ବିପକ୍ଷ ମ୍ୟାଚରେ ଭାରତ ଗୋଟିଏ ପରିବର୍ତ୍ତନ କରିଛି। ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କ ସ୍ଥାନରେ ରାହୁଲ ଚହରଙ୍କୁ ସୁଯୋଗ ମିଳିଛି। ସେହିପରି ନାମ୍ବିଆ ପକ୍ଷରୁ ଗୋଟିଏ ପରିବର୍ତ୍ତନ କରାଯାଇଛି। ବିର୍କେନଷ୍ଟକଙ୍କ ସ୍ଥାନରେ ଫ୍ରିଲିଙ୍କଙ୍କୁ ଦଳରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri