Posted inଖେଳ

ଶେଷ ମ୍ୟାଚରେ ଟସ୍‌ ଜିତିଲେ

ଦୁବାଇ,୮।୧୧: କ୍ୟାପଟେନ କୋହଲି ଟି୨୦ ଫର୍ମାଟର ଶେଷ ମ୍ୟାଚରେ ଟସ୍‌ ଜିତିଛନ୍ତି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯିବାକୁ ଥିବା ସୁପର-୧୨ର ଶେଷ ଲିଗ ମ୍ୟାଚରେ ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ନାମ୍ବିଆ ପ୍ରଥମେ ବ୍ୟାଟିଂ କରିବ।

ନାମ୍ବିଆ ବିପକ୍ଷ ମ୍ୟାଚରେ ଭାରତ ଗୋଟିଏ ପରିବର୍ତ୍ତନ କରିଛି। ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କ ସ୍ଥାନରେ ରାହୁଲ ଚହରଙ୍କୁ ସୁଯୋଗ ମିଳିଛି। ସେହିପରି ନାମ୍ବିଆ ପକ୍ଷରୁ ଗୋଟିଏ ପରିବର୍ତ୍ତନ କରାଯାଇଛି। ବିର୍କେନଷ୍ଟକଙ୍କ ସ୍ଥାନରେ ଫ୍ରିଲିଙ୍କଙ୍କୁ ଦଳରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri