Posted inଖେଳ

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦ କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ଗିଲ୍‌ ଫିଟ ହୋଇ ଦଳକୁ ଫେରିଛନ୍ତି। ତେଣୁ ସେ ଦଳରେ ନିଜ ସ୍ଥାନ ପକ୍କାକରି ବାରବାଟୀରେ ଖେଳିବେ ବୋଲି ଅଧିନାୟକ ସୂର୍ଯ୍ୟକୁମାର କହିଛନ୍ତି।

ଅଧିନାୟକ ଗିଲ୍‌ କହିଛନ୍ତି, T-20 ଫର୍ମାଟରେ ଆସନ୍ତା ବିଶ୍ବକପ ପ୍ରସ୍ତୁତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ଏହି ଅବସରରେ ପରୀକ୍ଷା ଆରମ୍ଭର ଶେଷ ୪ ଦିନ ପୂର୍ବରୁ ସବୁ ପାଠ ପଢ଼ାଯାଏ ନାହିଁ। ତେଣୁ ଦଳ ୨୦୨୪ T-20 ବିଶ୍ବକପ୍‌ ପରଠାରୁ ପ୍ରସ୍ତୁତି ଆରମ୍ଭ କରିସାରିଛୁ। ଟିମ୍‌ କମ୍ବିନେଶନରେ ବେଶୀ କିଛି ପରିବର୍ତ୍ତନର ସମ୍ଭାବନା ନାହିଁ। ଗତ ୫ରୁ ୬ଟି ସିରିଜ୍‌ରେ କରିନୁ, ଆଗକୁ ବି ବେଶୀ ଅଦଳବଦଳ କରିବୁ ନାହଁ।

ଗିଲ ଫିଟ ହୋଇ ଫେରିଛନ୍ତି, ତେଣୁ ସେ ତାଙ୍କ ସ୍ଥାନରେ ଖେଳିବେ। ସଞ୍ଜୁ ସାମସନ ଯେକୌଣସି ସ୍ଥାନରେ ବ୍ୟାଟିଂ କରିବାକୁ ପ୍ରସ୍ତୁତ ଅଛନ୍ତି। ପାଣ୍ଡ୍ୟା, ଦୁବେ ଅଲରାଉଣ୍ଡର, କାହାକୁ କାହା ସହ ତୁଳନା ଠିକ ନୁହେଁ। ବାରବାଟୀରେ ଘରୋଇ ମ୍ୟାଚ୍‌ ଖେଳିବାର ଅନୁଭୂତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?