ପରିବା ଦୋକାନ ଉପରକୁ ମାଡ଼ିଗଲା କାର: ୪ ଆହତ  

ବାଲିଗୁଡା,୩।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଏକ କାର ୨ ଜଣଙ୍କୁ ଧକ୍କା ଦେବା ପରେ ପରିବା ଓ ଚା’ଦୋକାନ ଉପରକୁ ମାଡ଼ିଯାଇଛି। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ବାଲିଗୁଡ଼ା ସହରର ୫୯ ନଂ ଜାତୀୟ ରାଜପଥ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଛକରେ । ଦ୍ରୁତ ଗତିରେ ଆସି ଦୁଇ ଜଣଙ୍କୁ ଧକ୍କା ଦେଇଥିବା କାର୍‌ ନଂ.(ଓଡି-୧୨-ଇ-୫୬୦୪)। ଏହି ଦୁର୍ଘଟଣାରେ ରାସ୍ତାରେ ଯାଉଥିବା ଜଣେ ଯୁବତୀ ଆହତ ହୋଇଥିବା ବେଳେ ଚା’ଓ ପରିବା ଦୋକାନୀ ମହିଳା ସମେତ ୪ ଜଣ  ଆହତ ହୋଇ ବାଲିଗୁଡା ଉପଖଣ୍ଡ ଚିକିତ୍ସା ଳୟରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି ।
ସେପଟେ ଦୁର୍ଘଟଣାରେ ଚା’ ଦୋକାନ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ପରିବା ବ୍ୟବସାୟୀଙ୍କ ସମସ୍ତ ପରିବା ମଧ୍ୟ ନଷ୍ଟ ହୋଇଯାଇଛି । ଚାଳକ ଜଣକ ପକାରୀ ଚର୍ଚ୍ଚରେ ଫାଦର ଭାବେ କାର୍ଯ୍ୟରତ ଥିବା ଜଣାପଡ଼ିଛି । ଖବରପାଇ ବାଲିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଚାଳକ ଓ ଗାଡିକୁ ଥାନାରେ ଅକଟ ରଖି ତଦନ୍ତ ଜାରି ରଖିଛି।

Enter your email to get our daily news in your inbox.

All Right Reserved By Dharitri.Com

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri