ରାସ୍ତାରେ ଚାହିଁ ରହିଥିଲା ମୃତ୍ୟୁ, ଚାଲିଗଲା ୬ ଜୀବନ

ନୂଆପଡା ଅଫିସ,୧।୩: ମହାଶିବରାତ୍ରିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକା ବେଳକେ ଚାଲିଯାଇଛି ୬ ଜଣଙ୍କ ଜୀବନ। ଏଭଳି ଭୟଙ୍କର ଘଟଣା ଘଟିଛି ନୂଆପଡା ଜିଲାର। ନୂଆପଡାରୁ ପଦ୍ମପୁର ଯିବା ରାସ୍ତାରେ ସୁନସୁନିଆ ଗାଁ ନିକଟରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା। ତେବେ କାର୍‌ରେ ଥିବା ସମସ୍ତ ୬ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ଛତିଶଗଡର ମହାସମୁନ୍ଦ ଅଞ୍ଚଳର ବୋଲି ଜଣାପଡିଛି । ଖବର ପାଇ ନୂଆପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀଙ୍କ ଦର୍ଶନ, ବାର୍ତ୍ତା ବିଶ୍ୱକୁ ଶ୍ରେଷ୍ଠ ଦାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ଦର୍ଶନ ଏବଂ ବାର୍ତ୍ତା ବିଶ୍ୱକୁ ଭାରତର ଶ୍ରେଷ୍ଠ ଦାନ । ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶହେବର୍ଷ ପୂର୍ତ୍ତି ଉପଲକ୍ଷେ ମଙ୍ଗଳବାର ବିଧାନସଭାରେ...

କଳା, କଳାକାରଙ୍କ ଭୂମି ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨(ବ୍ୟୁରୋ): ଯୁଗ ଯୁଗ ଧରି ଓଡ଼ିଶା ନିଜର ଉତ୍କୃଷ୍ଟ କଳାକୁ ବିଶ୍ୱ ଦରବାରରେ ପ୍ରଦର୍ଶିତ କରିଆସିଛି। ବୌଦ୍ଧ ଯୁଗର କଳା ଐତିହ୍ୟ ଏବେ ବି ରାଜ୍ୟର...

ଥରେଇଲା ବର୍ଷା, କୋହଲା ପବନ

ଭୁବନେଶ୍ୱର,୬ା୨(ବ୍ୟୁରୋ): କୋହଲା ପବନ ସାଙ୍ଗକୁ ବର୍ଷା ଦେହ ମୁଣ୍ଡ ଥରାଇ ଦେଇଛି। ଗତ ଦୁଇଦିନ ହେବ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଆକାଶରେ ବାଦଲ ଘୋଡ଼ାଇ...

କୋଭିଡ୍‌-୧୯ ନୋଡାଲ ଅଫିସରଙ୍କ ଟିଏମ୍‌ସି ପରିଦର୍ଶନ

ଚୌଦ୍ୱାର,୪।୬(ଡି.ଏନ୍‌.ଏ): କଟକ ଜିଲା ଟାଙ୍ଗି-ଚୌଦ୍ୱାର ବ୍ଲକରେ ଥିବା ବିଭିନ୍ନ ଅସ୍ଥାୟୀ ମେଡିକାଲ ସେଣ୍ଟର(ଟିଏମ୍‌ସି)କୁ ଗୁରୁବାର ବୁଲି ଦେଖିଛନ୍ତି କଟକ ଜିଲା କୋଭିଡ୍‌-୧୯ ପାଇଁ ନିଯୁକ୍ତ ନୋଡାଲ...

ପୋଖରୀରେ ପଶିଲା ଗାଡ଼ି: ୪ ବର୍ତ୍ତିଲେ

ଉଦଳା,୨୨ା୨(ଡ଼ି.ଏନ୍‌.ଏ.)- ଉଦଳା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଚାରି ଚକିଆ ଗାଡ଼ି ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରୁ ଗୋଟିଏ ପରିବାରର...

ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧।୧: ରାଜ୍ୟବାସୀଙ୍କୁ ନୂଆ ବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ।‘ରାଜ୍ୟବାସୀଙ୍କୁ...

ଚୋରି ହୋଇଥିବା ନଗରପାଳଙ୍କ ଟ୍ରକ୍‌ ଜବତ

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ଟ୍ରକ୍‌ ଅମଲାପଡ଼ା ୬ଷ୍ଠ ଲେନ୍‌ରୁ ଚୋରି ହୋଇଥିବା ବେଳେ ତାହାକୁ ପୋଲିସ ଅନ୍ୟସ୍ଥାନରୁ ଜବତ...

୧୭ ହଜାର ଲାଞ୍ଚ ନେଇ ଏସଏଆର୍‌ସିଏସ୍‌ ଗିରଫ

ସୋନପୁର,୧୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଏସ୍‌ଏଆର୍‌ସିଏସ୍‌ (ଉପ ସହକାରୀ ନିବନ୍ଧକ ସମବାୟ ସମିତି ସମୂହ) ସୋନପୁର ମଣ୍ଡଳ ଆଶିଷ କୁମାର ରାଉତ ଭିଜିଲାନ୍ସ ଦ୍ୱାରା ମଙ୍ଗଳବାର ଗିରଫ...

Advertisement
Archives

Model This Week