ଜଗା ଦର୍ଶନ ସାରି ଫେରୁଥିଲେ,ପୋଲରେ ପିଟି ହେଲା କାର୍‌

ବାଉଁଶୁଣୀ,୪।୬(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଜାତୀୟ ରାଜପଥ ନଂ-୫୭ ବାଉଁଶୁଣି ଥାନା ଅନ୍ତର୍ଗତ ବାଘନଦୀ ପୋଲ ନିକଟରେ ଶନିବାର ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ପୋଲ ବାଡ଼ା ଉପରେ ପିଟି ହେବାରୁ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ସୂଚନାନୁସାରେ, ସମ୍ବଲପୁର ଓ ବରଗଡ଼ ଅଞ୍ଚଳର ୮ ଜଣ ଯୁବକ ଏକ କାର ଯୋଗେ ପୁରୀ ଜଗନ୍ନାଥଙ୍କ ଦର୍ଶନ ସାରି ଘରକୁ ଫେରୁଥିଲେ। ଫେରିବା ସମୟରେ ଡ଼୍ରାଇଭରର ଆଖି ଲାଗି ଯିବାରୁ ବାଘ ନଦୀ ଉପରେ ବାଡାକୁ କାର୍‌ଟି ଧକ୍କା ଦେଇଥିଲା। ଖବରପାଇ ବାଉଁଶୁଣୀ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହାତ ଯୁବକଙ୍କୁ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସମସ୍ତଙ୍କ ପ୍ରାଥମିକ ଚିକିତ୍ସା ସାରି ସୋନପୁର ଜିଲା ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥିଲା। ହେଲେ ବାଟରେ ସାହିଲ ପ୍ରଧାନ (୨୫)ଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri