ସେନା ଶିବିର ନିକଟରେ କାର ବୋମା ବିସ୍ଫୋରଣ: ୧୦ ମୃତ…

ବମାକୋ,୨୩।୪ : କେନ୍ଦ୍ରୀୟ ମାଲିର ଏକ ସାମରିକ ବେସ ନିକଟରେ ହୋଇଥିବା ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ଲୋକ ଆହତ ହୋଇଛନ୍ତି। ମାଲି ସେନାର ମୁଖପାତ୍ର କର୍ନେଲ ସୋଲେମେନ ଡେମ୍ବଲେ ଆସୋସିଏଟେଡ ପ୍ରେସକୁ କହିଛନ୍ତି ମୋପାଟି ଅଞ୍ଚଳର ସେଭରେ ସହରରେ ଥିବା ଏକ ସାମରିକ ଶିବିର ନିକଟରେ କାର ବୋମା ବିସ୍ଫୋରଣ ହୋଇ ଅନେକ ଘର ନଷ୍ଟ ହେବା ସହିତ ଲୋକଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ଏହି ଆକ୍ରମଣ ପାଇଁ କୌଣସି ଆତଙ୍କବାଦୀ ସଂସ୍ଥା ନିଜକୁ ଦାୟୀ କରି ନାହାନ୍ତି।

କିନ୍ତୁ ଇସଲାମିକ ଜିହାଦୀମାନେ ଏହି କ୍ଷେତ୍ରରେ ସକ୍ରିୟ ଅଛନ୍ତି। ଜିହାଦୀମାନେ ପ୍ରାୟ ଏକ ଦଶନ୍ଧି ଧରି ଆତଙ୍କବାଦୀ ଆକ୍ରମଣ କରି ଦେଶରେ ସଙ୍କଟ ସୃଷ୍ଟି କରିଛନ୍ତି। ଯଦିଓ ଏହି ସାମରିକ ବେସକୁ ପୂର୍ବରୁ ଟାର୍ଗେଟ କରାଯାଇଛି, କିନ୍ତୁ ଚଳିତ ବର୍ଷ ଏହା ହେଉଛି ସବୁଠାରୁ ବଡ ଧରଣର ଆକ୍ରମଣ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri