କାନ୍ଥରେ ପିଟିହୋଇ ଘର ଭିତରକୁ ପଶିଗଲା କାର୍‌

ବ୍ରହ୍ମପୁର ଅଫିସ,୨୪।୬: ଦୁର୍ଘଟଣା କେତେବେଳେ କେମିତି ଆସେ ତାହା ଜାଣିବା କଷ୍ଟକର। ରାସ୍ତାରେ ଯାଉଥିବା ଏକ କାର୍‌ ହଠାତ୍‌ ଘର କାନ୍ଥରେ ପିଟି ହୋଇ ଭିତରକୁ ଫଶି ଯାଇଥିଲା। ଫଳରେ ଘର ସମ୍ମୁଖ ଭାଗି ଚୁର୍‌ମାର୍‌ ହୋଇଯାଇଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଗୁରୁବାର ରାତିରେ ଏକ କାର୍‌ ଆଙ୍କୁଲି ଦେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

ଖବର ପାଇ ଟ୍ରାଫିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। କ୍ରେନ ସାହାଯ୍ୟରେ କାର୍‌କୁ ବାହାର କରାଯାଇଥିଲା। କାର ଚାଳକ ଡି.ଭେଙ୍କଟ ରାଓ ଆହତ ହୋଇଛନ୍ତି। କାର ଚାଳକଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ଟ୍ରାଫିକ ଥାନା ପୋଲିସ ପକ୍ଷରୁ କୁହାଯାଇଛି। ପୋଲିସ କାରକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?