ଭଦ୍ରକ,୨୯।୮: ରାଜରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍। ଏଭଳି ଘଟଣା ଘଟିଛ ଭଦ୍ରକ ଜିଲା ୧୬ ନଂ ଏନଏଚ ଆଖୁଆପଦା ନିକଟରେ। କରରେ ଥିବା ୩ରୁ ୪ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବାଲେଶ୍ବରରୁ ଭୁବନେଶ୍ବର ଆସୁଥିବା ବେଳେ ଲାଗିଲା ନିଆଁ।
ଭଦ୍ରକ,୨୯।୮: ରାଜରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍। ଏଭଳି ଘଟଣା ଘଟିଛ ଭଦ୍ରକ ଜିଲା ୧୬ ନଂ ଏନଏଚ ଆଖୁଆପଦା ନିକଟରେ। କରରେ ଥିବା ୩ରୁ ୪ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବାଲେଶ୍ବରରୁ ଭୁବନେଶ୍ବର ଆସୁଥିବା ବେଳେ ଲାଗିଲା ନିଆଁ।
ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…
କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…
୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…
ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…
ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…
ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…
ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…
ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…