କାର୍‌-କଣ୍ଟେନର ମୁହାଁମୁହିଁ: ୪ ଗୁରୁତର

କେନ୍ଦୁଝର,୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ନୂଆବର୍ଷ ପାଳନ ପାଇଁ ସମସ୍ତେ ଖୁସି ମନାଇବାକୁ ପ୍ରସ୍ତୁତ କରୁଥିବା ବେଳେ ପ୍ରଥମ ଦିନରେ ଘଷିପୁରା ଥାନା ବାରିଗାଁ ନିକଟରେ ସୋମବାର ସକାଳେ ଏକ କାର୍‌ ଓ କଣ୍ଟେନର ଧକ୍କା ହେବାରୁ କାର୍‌ରେ ଥିବା ୪ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ପୋଲିସ ଦମକଳ ବାହିନୀ ସହାୟତାରେ ଗୁରୁତରମାନଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି। ସେମାନଙ୍କ ସଠିକ୍‌ ପରିଚୟ ମିଳିନାହିଁ। ତେବେ ସେମାନେ କଟକ ଜିଲା ବାଙ୍କୀ ଅଞ୍ଚଳରୁ ଘଟଗାଁ ମା’ ତାରିଣୀ ଦର୍ଶନ କରିବାକୁ ଆସୁଥିଲେ ବୋଲି କୁହାଯାଉଛି।

ପ୍ରକାଶ ଯେ, ଉକ୍ତ ସ୍ଥାନରେ ଜାତୀୟ ରାଜପଥ ୨୦ କାମ ଅସମ୍ପୂର୍ଣ୍ଣ ଥିବାରୁ ଗୋଟିଏ ରାସ୍ତାରେ ଗାଡ଼ି ଯାତାୟତ କରିଥାଏ। ଏଣୁ ଏଭଳି ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ଏଥିପ୍ରତି କାହାର ନଜର ନାହିଁ। ଫଳରେ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୋଲିସ ଗାଡ଼ି ଜବତ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri