ପଥଚାରୀଙ୍କ ଉପରେ କାର୍‌ ମଡ଼ାଇଦେବାରୁ ଜଣେ ମୃତ

ମାନ୍‌ହେଇମ୍‌,୩।୩: ଜର୍ମାନୀର ମାନହେଇମ୍‌ ସହରରେ ଜଣେ ଡ୍ରାଇଭର ପଥଚାରୀମାନଙ୍କ ଉପରେ କାର୍‌ ମଡ଼ାଇଦେବାରୁ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। କଳାରଙ୍ଗର ଏସ୍‌ୟୁଭିଟି ଦ୍ରୁତ ବେଗରେ ଶପିଂ ଷ୍ଟ୍ରିଟ୍‌ର ଜନଗହଳି ମଧ୍ୟକୁ ପଶିଆସିବା ସହ ବହୁ ଲୋକଙ୍କ ଧକ୍କା ଦେଇଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।

ପୋଲିସ ଜଣକୁ ଗିରଫ କରିଥିବାବେଳେ ଏହି ଘଟଣାରେ ଅନ୍ୟ କେହି ସମ୍ପୃକ୍ତ ଥିବା ନେଇ ତଦନ୍ତ ଚଳାଇଛି। ଗତବର୍ଷ ଡିସେମ୍ବରରେ ମାଗଡେବର୍ଗରେ ଏବଂ ଗତ ମାସରେ ମୁନିକ୍‌ରେ ଅନୁରୂପ ଭାବେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇ ଦିଆଯାଇଥିଲା। ସୋମବାର ମାନ୍‌ହେଇମ୍‌ରେ ଦୁର୍ଘଟଣା ପରେ ସୁରକ୍ଷା ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri