Posted inଜାତୀୟ

କାର୍‌-ଡମ୍ପର ମୁହାଁମୁହିଁ ଧକ୍କା: ଜିଅନ୍ତା ଜଳିଗଲେ ୮ ଯାତ୍ରୀ

ଲକ୍ଷ୍ନୌ,୧୦।୧୨: ଉତ୍ତରପ୍ରଦେଶ ବରେଲି-ନୈନିତାଲ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଏବଂ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ନିଆଁ ଲାଗି ଯାଇଥିଲା। ଫଳରେ କାରରେ ଥିବା ୮ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାପଡିଛି। ଶନିବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଯୋଗ୍ୟ, ଏକ ବାହାଘର ଉତ୍ସବରେ ଯୋଗଦେଇ ଫେରୁଥିବା ଏକ କାର୍‌ ବାଟରେ ଚକା ଫାଟିଯାଇଥିଲା। ଫଳରେ କାର୍‌ ଭାରସାମ୍ୟ ହରାଇ ରାସ୍ତାର ଅପରପାଶ୍ୱର୍କୁ ମାଡିଯାଇ ସମ୍ମୁଖରେ ଆସୁଥିବା ଏକ ଡମ୍ପର ସହ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଉଭୟ ଗାଡିରେ ନିଆଁ ଲାଗିଯାଇଥିଲା। ହେଲେ କାରରେ ଥିବା ୮ଜଣ ନିଆଁରେ ପୋଡି ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣାପଡିଛି । ଖବର ପାଇ ବରେଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରିକି ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri