କେନାଲକୁ ପଶିଗଲା କାର: ପୂର୍ବତନ ମନ୍ତ୍ରୀଙ୍କ ପୁଅ ସମେତ ୩ ମୃତ

କଟକ ସଦର, ୧୭।୧୦: କଟକ ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥର ତେଲେଙ୍ଗାପେଣ୍ଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ରାସ୍ତାକଡ଼ କେନାଲକୁ ପଶିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୂର୍ବତନ ମନ୍ତ୍ରୀ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ ରହିଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, କାର(ନଂ. ଓଡି ୧୪ସି ୦୦୦୭) ଭୁବନେଶ୍ୱରରୁ କଟକକୁ ଦ୍ରୁତ ଗତିରେ ଯାଉଥିଲା। କିଛି ସମୟ ପରେ ଉକ୍ତ ଗାଡିଟି ତେଲେଙ୍ଗା ପେଣ୍ଠଠାରେ ଭାରସାମ୍ୟ ହରାଇ ରାସ୍ତା କଡରେ ଏକ ଛୋଟ କେନାଲ ଭିତରକୁ ଖସିପଡ଼ିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୩ ମୃତ ଦେହକୁ ଜବତ କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ କାରକୁ ଜବତ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri