କେନାଲକୁ ପଶିଗଲା କାର: ପୂର୍ବତନ ମନ୍ତ୍ରୀଙ୍କ ପୁଅ ସମେତ ୩ ମୃତ

କଟକ ସଦର, ୧୭।୧୦: କଟକ ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥର ତେଲେଙ୍ଗାପେଣ୍ଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ରାସ୍ତାକଡ଼ କେନାଲକୁ ପଶିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୂର୍ବତନ ମନ୍ତ୍ରୀ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ ରହିଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, କାର(ନଂ. ଓଡି ୧୪ସି ୦୦୦୭) ଭୁବନେଶ୍ୱରରୁ କଟକକୁ ଦ୍ରୁତ ଗତିରେ ଯାଉଥିଲା। କିଛି ସମୟ ପରେ ଉକ୍ତ ଗାଡିଟି ତେଲେଙ୍ଗା ପେଣ୍ଠଠାରେ ଭାରସାମ୍ୟ ହରାଇ ରାସ୍ତା କଡରେ ଏକ ଛୋଟ କେନାଲ ଭିତରକୁ ଖସିପଡ଼ିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୩ ମୃତ ଦେହକୁ ଜବତ କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ କାରକୁ ଜବତ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂମି ପରେ ଭାଷା

ଶରତ କୁମାର ଧଳ ପଟ୍ଟାଙ୍ଗୀ, ୧୫ା୧୦: ପ୍ରଥମେ ଭୂମି ହାତେଇବାକୁ ଚକ୍ରାନ୍ତ। ଏବେ ଭାଷାକୁ ଅକ୍ତିଆର କରିବାକୁ ପ୍ରୟାସ। ସୀମାନ୍ତ କୋରାପୁଟ ଜିଲାରେ ସରକାରୀ ସ୍କୁଲ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଗଠନ ହେଲା ଗୃହ କମିଟି

ପୁରୀ ଅଫିସ,୩୧।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନା ପାଇଁ ଗୃହ କମିଟି ଗଠନ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୮ ଜଣିଆ ଗୃହ କମିଟି...

୩୦ବର୍ଷ ପରେ ପ୍ରତ୍ୟକ୍ଷ ନିର୍ବାଚନ

କାମାକ୍ଷାନଗର, ୬।୩(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ରାଜନୀତିର ଅନ୍ୟତମ ପ୍ରମୁଖ କେନ୍ଦ୍ରସ୍ଥଳ କାମାକ୍ଷାନଗର ଏନ୍‌ଏସିର ଅଧ୍ୟକ୍ଷ ପଦବୀ ଲାଗି ଦୀର୍ଘ ୩୦ବର୍ଷ ପରେ ପ୍ରତ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବାକୁ...

ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମାର୍ଶାଘାଇ,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଦୁମୁକା ପଞ୍ଚାୟତ ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ପୋଲିସ ଶନିବାର ଜବତ କରିଛି। ଆତ୍ମହତ୍ୟାର ପ୍ରକୃତ...

ବାନ୍ଧକଳାକୁ ଗ୍ରାଫ ଡିଜାଇନ କରିବାରେ ସିଦ୍ଧହସ୍ତ ବିଦ୍ୟାବତୀ

ବରପାଲିି, ୧୫।୭ (ଡି.ଏନ.ଏ): ହସ୍ତତନ୍ତ ଓ ବିୟନଶିଳ୍ପରେ ଅନେକ କଳା ମଧ୍ୟରୁ ବାନ୍ଧକଳା ଅନ୍ୟତମ । ଏହି ଅନନ୍ୟ କଳାକୃତି ଓ ହସ୍ତତନ୍ତ ବୁଣା ସମ୍ବଲପୁରୀ...

ଆଡ଼ିବନ୍ଧ ପାଇଁ ତାଳଦଣ୍ଡା କେନାଲରେ ଜଳ ପ୍ରବାହ ବାଧାପ୍ରାପ୍ତ

ପାରାଦୀପ,୧୩।୮(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପର ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଏବେ ବିଭିନ୍ନ କାରଣରୁ ସଙ୍କୁଚିତ ଓ ପ୍ରଦୂଷିତ ହେବାରେ ଲାଗିଛି। ଏଥିପାଇଁ କେନାଲର ଜଳଧାରଣ...

କାନ୍ଥ ଦେଉଛି କରୋନା ସଚେତନତା ବାର୍ତ୍ତା

ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଏଥିରୁ ବାଦ୍‌ ପଡିନି ଖୋର୍ଦ୍ଧା ପୌରାଞ୍ଚଳ। ଜନ ସଚେତନତା ଉଦ୍ଦେଶ୍ୟରେ ପୌରାଞ୍ଚଳ...

ଦୀପଦାନ କଲେ ମହାପ୍ରଭୁ

ପୁରୀ ଅଫିସ, ୨୬ା୧୧: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଦେବ ଦୀପାବଳି ଉତ୍ସବ। ସୋମବାର ମାର୍ଗଶିର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସତ୍ୟଯୁଗୀୟ ମାତାପିତା ଅଦିତୀ...

Advertisement
Archives

Model This Week