ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ କାର୍‌ ଚାଳକଙ୍କ ମୃତ୍ୟୁ ଘଟିଛି l ମୃତକ ହେଲେ ରଘୁନାଥପୁର ଗ୍ରାମର ଜି. ନାଗେଶ୍ୱର ରେଡ୍ଡୀ(୪୩) l

ମିଳିଥିବା ସୂଚନା ମୁତାବକ, ନାଗେଶ୍ୱର ସୋମବାର ପୂର୍ବାହ୍ନରେ ଏକ କାର(ନଂ.ଓଡ଼ି୦୭କ୍ୟୁ-୧୦୦୨) ଯୋଗେ ଭୁବନେଶ୍ୱରରୁ ଗାଁ ଆସୁଥିଲେ। ହେଲେ ଟାଟାଗେଟ୍‌ ନିକଟ କାରଟି ଭାରସାମ୍ୟ ହରାଇ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଖୁଣ୍ଟରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ନାଗେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଚମାଖଣ୍ଡି ଥାନା ଏସ୍‌ଆଇ ଅଭିଜିତ ସାମଲ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଥିଲେ। ଏନେଇ ଚମାଖଣ୍ଡି ଥାନା ପୋଲିସ ଏକ ମାମଲା(ନଂ.୧୮୨/୨୦୨୪) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଲେ ଛାତ୍ରୀଛାତ୍ର-ଗ୍ରାମବାସୀ, ବିଧାୟକ କହିଲେ ରୋଗୀଙ୍କ ଜୀବନ…

ଭଞ୍ଜନଗର,୨୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାତୀର ୨୮ ତମ…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri