ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଲା କାର୍‌: ବିଦ୍ୟୁତ ସେବା ପ୍ରଭାବିତ

ଭଞ୍ଜନଗର,୨/୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ସାଲୁଆପଲ୍ଲୀ ନିକଟରେ ମଙ୍ଗଳବାର ସକାଳେ ଏକ କାର ଗାଡ଼ି ଧକ୍କାରେ ୩୩ କେଭି ବିଦ୍ୟୁତ ଖୁଣ୍ଟ ଭାଙ୍ଗିଯାଇଛି। ଫଳରେ କଣ୍ଟେଇପଲ୍ଲୀ ଗ୍ରିଡ ସବ ଷ୍ଟେଶନରୁ ଭଞ୍ଜନଗର ବିଦ୍ୟୁତ ସେବା ବନ୍ଦ ହୋଇଯାଇଛି। ଏହାର ପ୍ରଭାବରେ ସକାଳ ୯ ଟାରୁ ଭଞ୍ଜନଗର ଅଞ୍ଚଳରେ ବିଦ୍ୟୁତ ସେବା ପ୍ରଭାବିତ ହୋଇଛି। ଲୋକେ ବିଦ୍ୟୁତ ସେବା ପାଇ ନ ପାରି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। କାର ଗାଡିଟି ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ଗାଡ଼ିର ଚାଳକ ଏବଂ ଅନ୍ୟମାନେ ସୁରକ୍ଷିତ ଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri