ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ପଁର୍ରାପାଟ ମନ୍ଦିର ନିକଟରେ ସୋମବାର ରାତି ପ୍ରାୟ ୯ଟା ୩୦ ମିନିଟରେ ଏକ ସଡକ ଦୁର୍ଘଟଣା ଘଟିଛି। କାର୍ ଏବଂ ପିକଅପ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଲୋକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।


