ନାଲକୋ ଛକରେ କାର୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ଭାଙ୍ଗିଲା ଟ୍ରାଫିକ ପୋଷ୍ଟ

ବାରଙ୍ଗ,୨୨।୨: ପୁଣି ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା। ନାଲକୋ ଛକରେ କାର୍‌ ଟ୍ରାକ୍ଟର ମୁହାଁମୁହିଁ ଧକ୍କା। ଜୋରଦାର ଧକ୍କାରେ ଭାଙ୍ଗିଲା ଟ୍ରାଫିକ ପୋଷ୍ଟ। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦୁଇଟି ପିସିଆର ସହ ମୈତ୍ରୀ ବିହାର ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ଡ୍ରଙ୍କ ଆଣ୍ଡ ଡ୍ରାଇଭ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ, ନାଲକୋ ଛକରେ କାର୍‌ ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହୋଇଛି। ପ୍ରେସ ଛକ ପଟୁ ଗୋଟିଏ ମାରୁତି ସେଲେରିଓ ଦ୍ରୁତ ଗତିରେ ଆସୁଥିବାବେଳେ ଜୟଦେବ ବିହାରରୁ ପ୍ରେସ ଛକ ଯାଉଥିବା ଟ୍ରାକ୍ଟର ସହିତ ଜୋରଦାର ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ନାଲକୋ ଛକ ଟ୍ରାଫିକ ପୋଷ୍ଟ ଭାଙ୍ଗିଥିବାବେଳେ ତିନିଜଣ ବ୍ୟକ୍ତି ଗୁରୁୁତର ଆହତ ହୋଇଛନ୍ତି। ଆହତଙ୍କ ପରିଚୟ ମିଳି ନ ଥିବାବେଳେ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ମୈତ୍ରୀ ବିହାର ଥାନା ପୋଲିସ ଦୁଇଟି ଗାଡ଼ି ଜବତ କରି ତଦନ୍ତ ଜାରି ରଖିଛିି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri