ବର୍ଷା ଦିନେ ଲେଦର୍‌ ସାମଗ୍ରୀର ଯତ୍ନ

ବର୍ଷାଦିନେ ଲେଦର ତିଆରି ଜିନିଷ ବ୍ୟବହାର କଲେ ତାହା ପାଣି ଲାଗି ଖରାପ ହେବାର ସମ୍ଭାବନା ଥାଏ। ତେଣୁ ଏସବୁ ଜିନିଷର ଯତ୍ନ କିପରି ନେବେ ଜାଣି ରଖନ୍ତୁ

 

ଲେଦର୍‌ ଜିନିଷ ଯଥା ଜୋତା, ବେଲ୍‌ଟ, ଜ୍ୟାକେଟ୍‌, ଭ୍ୟାନିଟ୍‌, ପର୍ସ ଆଦି କିଣିଲା ବେଳେ, ଭଲ କ୍ୟାଲିଟିର କିଣନ୍ତୁ। କାରଣ ଖରାପ କ୍ୟାଲିଟିର ଜିନିଷ ବର୍ଷା ଦିନେ ବ୍ୟବହାର କଲେ ବର୍ଷାପାଣି ବାଜି ତାହା ଶୀଘ୍ର ନଷ୍ଟ ହୋଇଯାଏ।
ଲେଦର୍‌ ଜିନିଷ ବର୍ଷାରେ ଓଦା ହୋଇ ଯାଇଥିଲେ ତାକୁ ହାଲ୍‌କା ବ୍ରସ୍‌ରେ ସଫା କରି, ରୁମ୍‌ ଟେମ୍ପରେଚର୍‌ରେ ଶୁଖାଇ ଦିଅନ୍ତୁ। ଅଧିକ ଖରା କିମ୍ବା ନିଆଁକୁ ଆଦୌ ନିଅନ୍ତୁ ନାହଁି। ଏହାକୁ ଆପଣ ଟାୱେଲ୍‌ ବା ପେପର୍‌ରେ ପୋଛି ଶୁଖାଇ ପାରିବେ।
ବର୍ଷା ଦିନେ ପରିବେଶ ଅଧିକ ଆର୍ଦ୍ର ଥାଏ। ତେଣୁ ଏହା ବାୟୁ ସଂସ୍ପର୍ଶରେ ଆସି ନଷ୍ଟ ହୋଇପାରେ। ସେଥିପାଇଁ ଆପଣ ଏହାକୁ ସମ୍ପୂର୍ଣ୍ଣ ଶୁଖିଲା ସ୍ଥାନରେ ରଖନ୍ତୁ ଓ ମଝିରେ ମଝିରେ ବାହାର କରି ପୋଛି ପୁଣି ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

 ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri