ବର୍ଷାରେ ଗର୍ଭବତୀଙ୍କ ଯତ୍ନ

ବର୍ଷାଦିନେ ଗର୍ଭବତୀଙ୍କୁ ନିଜ ସହିତ ଗର୍ଭସ୍ଥ ଶିଶୁର ସ୍ବାସ୍ଥ୍ୟରକ୍ଷା ନିମନ୍ତେ କେତେକ ଦିଗ ପ୍ରତି ସଚେତନ ରହିବା ଆବଶ୍ୟକ। ଜାଣି ରଖନ୍ତୁ ସେ ସମ୍ପର୍କରେ…
ବର୍ଷାରେ ଅନେକେ ଥଣ୍ଡା ଲାଗୁଥିବାରୁ ଭଲ ଭାବେ ଗାଧାନ୍ତି ନାହିଁ। ହେଲେ ଏପରି ନ କରି ପ୍ରତିଦିନ ଗାଧେଇଲେ ଚର୍ମ ପରିଷ୍କାର ହୁଏ ଓ କୌଣସି ଜୀବାଣୁ ଚର୍ମ ଭିତରକୁ ଯାଇପାରେ ନାହିଁ ା କୌଣସି କାରଣରୁ ବାହାରେ ବର୍ଷାରେ ଭିଜିଗଲେ ନିଜ ଶରୀରକୁ ଟାୱେଲରେ ପୋଛି ଶୁଖିଲା କରିବା ପରେ ଉଷୁମ ପାଣିରେ ଗାଧୋଇବା ଦ୍ୱାରା ସଂକ୍ରମଣ ହୋଇ ନ ଥାଏ ା
କେବଳ ସ୍ନାନ, ଶୌଚ ଠିକ୍‌ ଭାବେ କରିବା ନୁହେଁ ନଖକାଟିବା, ରାନ୍ଧିବା ଓ ଖାଇବା ଆଗରୁ ଡିସ୍‌-ଇନଫ୍ୟାକ୍ଟାଂଟ ହ୍ୟାଣ୍ଡଓ୍ବାଶ୍‌ ଲଗାଇ ହାତ ଧୋଇବା ଆବଶ୍ୟକ। ଯାହାକି ନିଜ ସହ ଗର୍ଭସ୍ତ ଶିଶୁକୁ ବି ନିରୋଗ ରଖିଥାଏ।
ସେହିପରି ନିଜର ଘରଦ୍ୱାର ଓ ଆଖପାଖ ସ୍ଥାନ ମଧ୍ୟ ପରିଷ୍କାର ରଖନ୍ତୁକାର୍ବୋଲିକ୍‌ ସାବୁନର ଦ୍ରବଣରେ ଘରଦ୍ୱାର ପୋଛି ସଫା କରିବା ଦ୍ୱାରା ଜୀବାଣୁମୁକ୍ତ ରହିଥାଏ ା
ବିଛଣା ଚଦର ଓ ତଉଲିଆ ଆଦି ସଫା ରଖିବା ଆବଶ୍ୟକ । ମ୍ୟାଲେରିଆ ଓ ଡେଙ୍ଗୁ ରୋଗରୁ ରକ୍ଷା ପାଇଁ ମଶାରୀ ଟାଣବା ସହ ଆବଶ୍ୟକ ସ୍ଥଳେ ମଶାଧୂପ ଓ ମଶାକ୍ରୀମ ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?