ଜିଡିପି ଆକଳନ ଖସାଇଲା କେୟାର ରେଟିଂ

ମୁମ୍ବାଇ,୨୨।୪: କରୋନା ପାଇଁ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଛି। ଏହାକୁ ଧ୍ୟାନରେ ରଖି କେୟାର ରେଟିଂ ପକ୍ଷରୁ ୨୦୨୧-୨୨ ଲାଗି ଭାରତର ଜିଡିପି ଅଭିବୃଦ୍ଧି ଆକଳନକୁ ୧୦.୨% ଖସାଯାଇଛି। ଭାରତ ଏହି ଅବଧିରେ ୧୦.୭ରୁ ୧୦.୯% ହାରରେ ଅଭିବୃଦ୍ଧି କରିବ ବୋଲି ଏହି ଏଜେନ୍ସି ପୂର୍ବରୁ କହିଥିଲା। ଗତ ଗୋଟିଏ ମାସ ମଧ୍ୟରେ ଏହି ଏଜେନ୍ସି ତୃତୀୟ ଥର ଲାଗି ଆକଳନରେ ପରିବର୍ତ୍ତନ କରିଛି। ଚଳିତ ବର୍ଷ ମାର୍ଚ୍ଚରେ ଏହା ପ୍ରଥମେ ଜିଡିପି ଆକଳନ କରି କହିଥିଲା ଅଭିବୃଦ୍ଧି ଜିଭିଏରେ ୧୧-୧୧.୨% ରହିବ। କରୋନା ସଂକ୍ରମଣ ବଢ଼ିବାରୁ ମହାରାଷ୍ଟ୍ର ସମେତ ଦେଶର ଅନ୍ୟ ରାଜ୍ୟଗୁଡ଼ିକରେ କରୋନା କଟକଣା କଡ଼ାକଡ଼ି ହୋଇଛି। ଲକ୍‌ଡାଉନ ଯୋଗୁ କ୍ଷତି ଆଶଙ୍କା କରି ଏପ୍ରିଲ ୫ରେ ଏହା କହିଥିଲା ଜିଡିପି ୧୦.୭ରୁ ୧୦.୯% ସ୍ତରରେ ରହିବ। ବର୍ତ୍ତମାନ ପୁଣିଥରେ ଏହାର ଆକଳନକୁ କମ୍‌ କରିଛି। ଚଳିତ ବର୍ଷ ଲକ୍‌ଡାଉନ ଯୋଗୁ ଜିଡିପି ବେଶି ପ୍ରଭାବିତ ହେବନାହିଁ ବୋଲି ଏହି ଏଜେନ୍ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri