କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ଗ୍ଲୋବାଲ ଇଣ୍ଟରଭ୍ୟୁ ଆଣ୍ଡ୍‌ ସଫ୍ଟ ସ୍କିଲ୍ସ କୋଚ କାଳୀପ୍ରସାଦ ରବି ଯୋଗଦେଇ ଛାତ୍ରୀଛାତ୍ରଙ୍କୁ କ୍ୟାରିୟର ଗଠନ, ସାକ୍ଷାତକାରର ସମ୍ମୁଖୀନ ହେବାର କୌଶଳ ଓ ସଫ୍ଟ ସ୍କିଲ୍ସ ସମ୍ପର୍କରେ ମାର୍ଗଦର୍ଶନ ଦେଇଥିଲେ। ଏଥିରେ ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀଙ୍କ ସମେତ ବହୁ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ କୁମୁଦ ଚନ୍ଦ୍ର ମହାପାତ୍ର, ପ୍ରାଧ୍ୟାପକ ପ୍ରଶାନ୍ତ କୁମାର ରଥ, ଅଧ୍ୟାପକ ଆର୍‌. ହରିଶ, ରାଜେଶ ପଣ୍ଡିତ ଓ ଆଇକ୍ୟୁଏସି ସଂଯୋଜକ ଦେବାଶିଷ ସ୍ବାଇଁ ପ୍ରମୁଖ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମ ପରିଚାଳନା କରିବାରେ ଜାତୀୟ ସେବା ଯୋଜନା ଅଧିକାରୀ ବାବୁଲା ପ୍ରଧାନ, ମହିଳା ଶାଖା ଅଧିକାରିଣୀ ସସ୍ମିତା କୁମାରୀ ଦାସ, ନାଭାଲ ସିଟି ଓ ବିଦେଶୀ ରାଉତଙ୍କ ସମେତ ଅନ୍ୟମାନେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ

ଗଞ୍ଜାମ, ୨୫।୯ (ବିଦ୍ୟାଧର ସାହୁ): ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?