ସଙ୍କଟରେ କାର୍ଗୋ ଶିପ୍‌

ହ୍ୟାଗ୍‌,୮ା୪: ନେଦରଲାଣ୍ଡସ୍‌ର କାର୍ଗୋ ଶିପ୍‌ ଏମ୍‌ସ୍ଲିଫ୍ଟ୍ଟ ହେଣ୍ଡ୍ରିକା ପେଟ୍ରୋଲ ଓ ଡିଜେଲ ନେଇ ଯାଉଥିବାବେଳେ ନରଓ୍ବେଜିଆନ୍‌ ସି’ରେ ଡ଼ୁବିଯିବା ଅବସ୍ଥାରେ ରହିଛି। ୧୨ କ୍ରିଉ ମେମ୍ବର ସମୁଦ୍ରକୁ ଡେଇଁବା ପରେ ସେମାନଙ୍କୁ ହେଲିକପ୍ଟରରେ ଉଦ୍ଧାର କରାଯାଇଛି। ନରଓ୍ବେର ତଟରକ୍ଷୀ ପ୍ରଶାସନ ମଙ୍ଗଳବାର ଆଲେସୁଣ୍ଡ ଉପକୂଳକୁ ଏକ କୋଷ୍ଟ୍‌ ଗାର୍ଡ ଶିପ୍‌ ପଠାଇ ବୁଡ଼ିଯାଉଥିବା ଜାହାଜକୁ ରକ୍ଷା କରିବା ପାଇଁ ଉଦ୍ୟମ ଜାରି ରଖିଛି। ତେବେ ଏଥିରେ ଖରାପ ପାଗ ଓ ୧୫ ମିଟର ଉଚ୍ଚତାର ଜୁଆର ବାଧକ ସାଜିଥିବା ନରଓ୍ବେଜିଆନ୍‌ କୋଷ୍ଟାଲ ଆଡ୍‌ମିନିଷ୍ଟ୍ରେଶନ ନିର୍ଦ୍ଦେଶକ ହନ୍ନେସ-ପିଟର ମୋର୍ଟେନଶୋଲମ୍‌ ସୂଚନା ଦେଇଛନ୍ତି। ୨୦୧୫ରେ ନେଦରଲାଣ୍ଡସ୍‌ରେ ପଞ୍ଜୀକୃତ ଏହି ଜାହାଜର ମୁଖ୍ୟ ଇଞ୍ଜିନ୍‌ ସୋମବାର ରାତିରେ ଖରାପ ହୋଇଯିବାରୁ ଏଭଳି ସଙ୍କଟ ସୃଷ୍ଟି ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

Aamir Khan Wedding: ୬୦ ବର୍ଷରେ ତୃତୀୟ ବିବାହ କଲେ ଆମିର, ବଧୂ ସାଜିଲେ ଗୌରୀ, ଦେଖନ୍ତୁ PHOTO

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ସେ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କ ସହ ତୃତୀୟ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri