ବର୍ଷାଦିନେ ପିଲାଙ୍କ ତ୍ୱଚାର ଯତ୍ନ

ବର୍ଷାଦିନେ ବର୍ଷାରେ ଭିଜିବାକୁ କାହାକୁ ବା ଭଲ ଲାଗେନି! ହେଲେ ଛୋଟ ପିଲାମାନେ ଏହାର ଅଧିକ ମଜା ନିଅନ୍ତି। ଫଳରେ ପରବର୍ତ୍ତୀ ସମୟରେ ଏଥିପାଇଁ ସେମାନଙ୍କ ଚର୍ମ ବେଶି ପ୍ରଭାବିତ ହୁଏ। ତେଣୁ ଏଦିନେ ପିଲାଙ୍କ ତ୍ୱଚାର ଯତ୍ନ କିପରି ନେବେ, ଜାଣିି ରଖନ୍ତୁ ଟିପ୍ସ…
ବର୍ଷାଦିନେ ପିଲାମାନଙ୍କୁ ଫଙ୍ଗାଲ୍‌ ଇନ୍‌ଫେକ୍ସନ୍‌ ହେବାର ଆଶଙ୍କା ଅଧିକ ଥାଏ। ତେଣୁ ବର୍ଷାପାଣି ସଂସ୍ପର୍ଶରେ ଅସିଲେ ଏଭଳି ସମସ୍ୟା ନ ଉପୁଜିବା ଲାଗି ଆଣ୍ଟିସେପ୍ଟିକ୍‌ କ୍ରିମ୍‌ କିମ୍ବା ଲୋଶନ୍‌ ଲଗାଇବାକୁ ଭୁଲନ୍ତୁ ନାହିଁ।

ଯଦି ପିଲାମାନଙ୍କ ଦେହ କୌଣସି କାରଣରୁ କୁଣ୍ଡେଇ ହୁଏ, ଫଳି ଯାଏ ବା ଲାଲ୍‌ ଦାଗ ପଡ଼ିଯାଏ, ତେବେ ତୁରନ୍ତ ଡ଼ାକ୍ତରଙ୍କ ସହ ପରାମର୍ଶ କରନ୍ତୁ। କିମ୍ବା ଆପଣ ଘରୋଇ ଉପଚାର ଭାବେ ଲିମ୍ବ ପତ୍ରକୁ ବାଟି ଉକ୍ତ ସ୍ଥାନରେ ଲଗାଇପାରିବେ।

ଅଧିକାଂଶଙ୍କ ମନରେ ଏକ ଭ୍ରାନ୍ତ ଧାରଣା ଥାଏ ଯେ, ବର୍ଷାଦିନେ ପିଲାମାନେ ଗାଧୋଇବା ଠିକ୍‌ ନୁହେଁ। ହେଲେ ଏପରି ଆଦୌ ନ କରି ପିଲାଙ୍କୁ ସଫା, ନିରୋଗ ଓ ଜୀବାଣୁମୁକ୍ତ ରଖିବା ଲାଗି ନିୟମିତ ନଖ ଉଷୁମ ପାଣିରେ ଗାଧୋଇ ଦିଅନ୍ତୁ।

ଏଦିନେ ରାତିରେ ଶୋଇବା ପୂର୍ବରୁ ପିଲାଙ୍କ ପାଦରେ ନଖ ଉଷୁମ ସୋରିଶ ତେଲ ଘଷିବା ଦ୍ୱାରା ଆରାମ ଲାଗିବା ସହ ଫଙ୍ଗାଲ ଇନ୍‌ଫେକ୍ସନ ଏବଂ ଥଣ୍ଡା, କାଶ, ଜ୍ୱର ଆଦି ସମସ୍ୟାକୁ ଏଡାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?