Posted inଖେଳ

ଇଡେନ୍‌ ଗାର୍ଡେନ୍ସ ନାମରେ ଝିଅ ନାଁ ରଖିଲେ ଏହି ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର, କହିଲେ ଏମିତି

ନୂଆଦିଲ୍ଲୀ,୧୦।୨: ହୃଦୟ ଜିତିଛନ୍ତି ୱେଷ୍ଟଇଣ୍ଡିଜ କ୍ରିକେଟ ଟିମର ଅଲରାଉଣ୍ଡର କାର୍ଲସ ବ୍ରାଥୱେଟ। ସେ ନିଜ ଝିଅଙ୍କ ନାମ ଐତିହାସିକ କ୍ରିକେଟ ମଇଦାନ ଇଡେନ ଗାର୍ଡେନ୍ସ ନାମରେ ରଖି ଅନେକଙ୍କୁ ଚମକାଇଛନ୍ତି। ତେବେ ୨୦୧୬ରେ କୋଲକାତାର ଇଡେନ ଗାର୍ଡେନ୍ସରେ ଅନୁଷ୍ଠିତ ଆଇସିସି ଟି-୨୦ ବିଶ୍ୱକପ୍‌ ଫାଇନାଲରେ ଇଂଲଣ୍ଡର ବେନ ଷ୍ଟୋକ୍ସଙ୍କ ବଲ୍‌ରେ ଲଗାତର ୪ଟି ଛକା ମାରି ବ୍ରାଥୱେଟ ୱେଷ୍ଟଇଣ୍ଡିଜକୁ ଚାମ୍ପିୟନ କରାଇଥିଲେ। ଏହି ଐତିହାସିକ ସଫଳତା ଲାଗି ସେ ନିଜ ଝିଅଙ୍କ ନାମ ଉକ୍ତ ମଇଦାନ ନାମରେ କରିଛନ୍ତି।

ଇନ୍‌ଷ୍ଟାଗ୍ରାମରେ ବ୍ରାଥୱେଟ ଝିଅଙ୍କ ସହ ଫଟୋ ଶେୟାର କରି ତାଙ୍କ ନାମ ବିଷୟରେ ଘୋଷଣା କରିଛନ୍ତି। କୋଲକାତାର ଇଡେନ ଗାର୍ଡେନ୍ସ ନାମରେ ତାଙ୍କ ଝିଅଙ୍କ ନାଁ ଇଡେନ ରୋଜ୍‌ ରଖିଛନ୍ତି, ଯାହା ତାଙ୍କ କ୍ରିକେଟ କ୍ୟାରିୟରର ସବୁଠାରୁ ସ୍ମରଣୀୟ ଭେନ୍ୟୁ ଥିଲା ବୋଲି ସେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କୁ ଫଲୋ କରୁଛନ୍ତି ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ପ୍ରତି ଥିବା ତାଙ୍କ ଭଲ ପାଇବା ପ୍ରକାଶ କରିବାକୁ ଆଦୌ ଭୁଲନ୍ତି ନାହିଁ। ପ୍ରତ୍ୟକ୍ଷରେ...

ଭାଷ୍ୟକାରଙ୍କ ପ୍ୟାନେଲରେ ଗାଙ୍ଗୁଲି, ମଞ୍ଜରେକର

ଲଣ୍ଡନ,୧୭ା୫- ଇଂଲଣ୍ଡ ଓ ଓ୍ବେଲ୍ସରେ ହେବାକୁ ଥିବା ବିଶ୍ୱକପ୍‌ ଲାଗି ଶୁକ୍ରବାର ଆଇସିସି ପକ୍ଷରୁ ଭାଷ୍ୟକାରଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ପୂର୍ବତନ ଭାରତୀୟ ଅଧିନାୟକ...

ଖେଳ ମଝିରେ ଇରଫାନ୍‌ଙ୍କୁ ଅପହରଣ କରିନେବାର ଧମକ ଦେଇଥିଲେ ଏହି ପାକିସ୍ତାନୀ ବୋଲର୍‌; ଧୋନୀ ସହ ମିଶି ଏପରି ଜବାବ…

ନୂଆଦିଲ୍ଲୀ,୯।୭: ଭାରତ-ପାକିସ୍ତାନ କ୍ରିକେଟ ଟିମ୍‌ ମଧ୍ୟରେ ଯେତେବେଳେ ବି କୌଣସି ମୁକାବିଲା ହୋଇଥାଏ ତାହା ରୋମାଞ୍ଚକର ହୋଇଥାଏ। ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଏକପ୍ରକାର ପ୍ରତିନ୍ଦ୍ୱନ୍ଦିତା...

ଇଣ୍ଡିଆନ ସୁପର ଲିଗ୍‌: ଚେନ୍ନାଇନ୍‌-ଏଟିକେ ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୩୦।୧୨-ଇଣ୍ଡିଆନ ସୁପରଲିଗ୍‌ରେ ମଙ୍ଗଳବାର ଚେନ୍ନାଇନ୍‌ ଏଫ୍‌ସି-ଏଟିକେ ମୋହନବାଗାନ ମ୍ୟାଚ ଡ୍ର ରହିଛି। ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ହେଁ ତାହାକୁ ଗୋଲରେ ପରିଣତ...

ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ

ନୂଆଦିଲ୍ଲୀ, ୨୩।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ଉପଅଧିନାୟକ ପାଇଁ ୨ ଜଣଙ୍କ ନାମ ଘୋଷଣା କରାଯାଇଛି।...

ବ୍ରିଟେନ୍‌ରେ ଥିଲେ ସୁଦ୍ଧା କୋଭିଡ ସହ ଲଢ଼େଇରେ ସାମିଲ ହୋଇଛନ୍ତି ଏହି ଭାରତୀୟ କ୍ରିକେଟର: ଲୋକଙ୍କ ସେବା ପାଇଁ କରୁଛନ୍ତି ଦିନରାତି ଏକ

ନୂଆଦିଲ୍ଲୀ,୧୪।୫: ଭାରତୀୟ କ୍ରିକେଟର ହନୁମା ବିହାରୀଙ୍କୁ କଷ୍ଟ ସହି ମାଚ୍‌ ଜିତାଇବାରେ ନୁହେଁ ବରଂ ଏବେ ନିଜ ବନ୍ଧୁମାନଙ୍କ ସହ ମିଶି କୋଭିଡ-୧୯ ରୋଗୀଙ୍କୁ ସ୍ବାସ୍ଥ୍ୟସେବାରେ...

ଫୁଟ୍‌ବଲ କିମ୍ବଦନ୍ତୀ ତୁଳସୀଦାସଙ୍କ ପରଲୋକ

କୋଲକାତା, ୧୭ା୨(ପି.ଟି.):ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ତଥା ଅଲିମ୍ପିଆନ ତୁଳସୀଦାସ ବଳରାମଙ୍କ ୮୭ ବର୍ଷ ବୟସରେ ପରଲୋକ ଘଟିଛି। ସେ ଦୀର୍ଘଦିନ ହେଲା ଅସୁସ୍ଥ...

ପ୍ରଜନେଶ ରନର୍ସଅପ୍‌

ଓର୍ଲାଣ୍ଡୋ ୨୪ା୧୧:ଓର୍ଲାଣ୍ଡ ଓପନ୍‌ ଟେନିସ ପ୍ରତିଯୋଗିତାରେ ଭାରତୀୟ ଟେନିସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ରନର୍ସଅପ୍‌ ହୋଇଛନ୍ତି। ୫୨,୦୮୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ଏହି ଏଟିପି...

Advertisement
Archives

Model This Week