Posted inଜାତୀୟ

ଯବାନଙ୍କୁ ନେଇ ଯାଉଥିବା ଗାଡ଼ି ଗଭୀର ଖାଲକୁ ଖସିଲା, ୯ ଶହୀଦ…

ଲେହ,୧୯।୮ : ଦକ୍ଷିଣ ଲଦାଖର ନ୍ୟୋମାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଭାରତୀୟ ଯବାନଙ୍କୁ ନେଇ ଯାଉଥିବା ଏକ ଗାଡି ଗଭୀର ଖାଲରେ ଖସି ପଡ଼ିଛି। ଏଥରେ ୯ ଯବାନ ଶହୀଦ ହୋଇଥିବା କୁହାଯାଉଛି। କେରି ସହରଠାରୁ ୭ କିଲୋମିଟର ଦୂରରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ଅନ୍ୟ କେତେକ ଯବାନ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଯବାନମାନେ କାରୁ ଗ୍ୟାରିଶନଠାରୁ କେରି ଯାଉଥିଲେ। ଶହୀଦଙ୍କ ମଧ୍ୟରେ ଜଣେ ଜେସିଓ ଏବଂ ୮ ଯବାନ ଅଛନ୍ତି।

ସନ୍ଧ୍ୟା ସାଢ଼େ ୬ଟାରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri