ଶରୀର ପାଇଁ ଉପକାରୀ ଗାଜର, ହାର୍ଟକୁ ସୁସ୍ଥ ରଖିବା ସହ…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଥିରେ ଭିଟାମିନ, ଫାଇବର୍‌ ଓ ଆଣ୍ଟି ଅକ୍ସିଡାଣ୍ଟ ଉପାଦାନ ଭରି ହୋଇରହିଛି। ଏଥିରେ ଏଭଳି ଉପକାରୀ ତତ୍ତ୍ୱ ଭରିରହିଛି, ଯାହା ହୃତ୍‌ପିଣ୍ଡ ପାଇଁ ଉପକାରୀ। ‘ସୁସ୍ଥ ହୃତ୍‌ପିଣ୍ଡ ଏବଂ ଗାଜର’ ଶୀର୍ଷକ ବିଷୟକୁ ନେଇ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରି ଏକଥା ଜାଣିପାରିଛନ୍ତି। କେବଳ ସେତିିକି ନୁହେଁ, ନିୟମିତ ଗାଜର ଖାଇବା ଦ୍ୱାରା ହୃତ୍‌ପିଣ୍ଡର କାର୍ଯ୍ୟଧାରା ମଧ୍ୟ ପୂର୍ବାପେକ୍ଷା ଆହୁରି ସକ୍ରିୟ ରହିଥାଏ। ଏଥିରେ ଥିବା ଉପକାରୀ ଗୁଣ ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। ଦୃଷ୍ଟିଶକ୍ତିକୁ ପ୍ରଖର କରିବାରେ ଏହା ମଧ୍ୟ ସାହାଯ୍ୟ କରିଥାଏ। ଗାଜର ହେଉଛି ଭିଟାମିନ୍‌ ‘ସି’ର ଅନ୍ୟତମ ପ୍ରମୁଖ ଉତ୍ସ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଗାଜର ଖାଇଲେ ରକ୍ତରେ ଶର୍କରା ପରିମାଣ ସନ୍ତୁଳିତ ରହିଥାଏ। ଏଥିରେ କ୍ୟାଲସିୟମ ମାତ୍ରା ଭରି ରହିଛି, ଯାହା ଅସ୍ଥିକୁ ଦୃଢ଼ ରଖେ। ଗାଜର ଶରୀରର ଓଜନକୁ ମଧ୍ୟ ସନ୍ତୁଳିତ ରଖେ। ଏଥିରେ ଫାଇବର୍‌ ପ୍ରଚୁର ପରିମାଣରେ ରହିଛି। କଞ୍ଚା ଗାଜର ଖାଇବା ଦ୍ୱାରା ଦାନ୍ତ ଶକ୍ତ ହୋଇଥାଏ। ଏଥିରେ ଥିବା ଉପକାରୀ ତତ୍ତ୍ୱ ଚର୍ମକୁ ସତେଜ ରଖିବା ସହ କେଶ ଝଡ଼ିବାକୁ ଦେଇ ନ ଥାଏ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri