ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ ୧ ଟନ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଏକ ଟ୍ରକ୍‌ରେ ଗଞ୍ଜେଇ ମହାରାଷ୍ଟ୍ର ଚାଲାଣ ହେଉଥିବା ଖବର ପାଇ ଥାନା ଅଧିକାରୀ ଆଦିତ୍ୟ ମହାକୁଡ କୋରାପୁଟ ଘାଟିରେ ଜଗି ରହିଥିଲେ। ଟ୍ରକ୍‌ (ନଂ.ଏମ୍‌ଏଚ୍‌ ୧୮ ବିଜି- ୫୫୪୧) ଘାଟିରେ ପହଞ୍ଚିବା ପରେ ଅଟକାଇ ଯାଞ୍ଚ କରାଯାଇଥିଲା। ଏହି ସମୟରେ ମୁଢି ବସ୍ତା ଭିତରୁ ଗଞ୍ଜେଇ ମିଳିଥିଲା। ଘଟଣାର ଅଧିକ ତଦନ୍ତ ଚାଳିଥିବା ଥାନା ଅଧିକାରୀ ମହାକୁଡ କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଗଞ୍ଜେଇ ଚାଲାଣକାରୀମାନେ ପରିବା ବସ୍ତା, ପଣସ ବସ୍ତା ଭିତରେ ଗଞ୍ଜେଇ ପୂରାଇ ନେଉଥିବା ବେଳେ ଧରାପଡିଥିଲେ। ଏବେ ପୋଲିସ ନଜର ହଟାଇବା ପାଇଁ ସେମାନେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ନେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri