ଚୋରାବାଲି ବୋଝେଇ ଟ୍ରାକ୍ଟଟର ଜବତ

ଯୋଡ଼ା,୨ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ନମ୍ବିରା ଗ୍ରାମ ନିକଟରୁ ବାଲି ଚୋରାଚାଲାଣ ବେଳେ ଗୋଟିଏ ଟ୍ରାକ୍ଟରକୁ ପୋଲିସ ଜବତ କରିଛି। ବାମେବାରି ଥାନା ଆଇଆଇସି ଦିପ୍ତିରଞ୍ଜନ ସାହୁଙ୍କ ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ସମୟରେ ଟ୍ରାକ୍ଟର (ନଂ. ଓ ଡି ୦୯ ଏସ ୦୭୩୬) ବାଲି ବୋଝେଇ କରି ଯାଉଥିବା ବେଳେ ଚଢ଼ାଉ କରାଯାଇଥିଲା। କାଗଜ ପତ୍ର ଠିକ୍‌ ନ ଥିବାରୁ ଟ୍ରାକ୍ଟରକୁ ଜବତ ହୋଇଥିଲା। ଏ ନେଇ ଥାନାରେ ଓଡ଼ିଶା ମାଇନର ମିନେରାଲ କମିଶନ ରୁଲ୍‌ ୨୦୧୬ ଅନୁଯାୟୀ ଏକ ମାମଲା (ନଂ. ୬୫/୨୦୨୪) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri