ଚୋରାବାଲି ବୋଝେଇ ଟ୍ରାକ୍ଟଟର ଜବତ

ଯୋଡ଼ା,୨ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ନମ୍ବିରା ଗ୍ରାମ ନିକଟରୁ ବାଲି ଚୋରାଚାଲାଣ ବେଳେ ଗୋଟିଏ ଟ୍ରାକ୍ଟରକୁ ପୋଲିସ ଜବତ କରିଛି। ବାମେବାରି ଥାନା ଆଇଆଇସି ଦିପ୍ତିରଞ୍ଜନ ସାହୁଙ୍କ ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ସମୟରେ ଟ୍ରାକ୍ଟର (ନଂ. ଓ ଡି ୦୯ ଏସ ୦୭୩୬) ବାଲି ବୋଝେଇ କରି ଯାଉଥିବା ବେଳେ ଚଢ଼ାଉ କରାଯାଇଥିଲା। କାଗଜ ପତ୍ର ଠିକ୍‌ ନ ଥିବାରୁ ଟ୍ରାକ୍ଟରକୁ ଜବତ ହୋଇଥିଲା। ଏ ନେଇ ଥାନାରେ ଓଡ଼ିଶା ମାଇନର ମିନେରାଲ କମିଶନ ରୁଲ୍‌ ୨୦୧୬ ଅନୁଯାୟୀ ଏକ ମାମଲା (ନଂ. ୬୫/୨୦୨୪) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଅଙ୍ଗ, ବଙ୍ଗ, କଳିଙ୍ଗ ମିଶନ ପୂରା: ଓଡ଼ିଶାବାସୀଙ୍କ ପାଇଁ ଦ୍ବିତୀୟ ଘର କୋଲକାତା କହିଲେ…

ଭୁବନେଶ୍ୱର,୮।୫: ବଙ୍ଗ ବିଜୟ ଅବିସ୍ମରଣୀୟ ଯାତ୍ରା କହିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି,୨୦୧୧ରେ ୩ ଆସନରୁ ୨୦୨୬ରେ ୨୦୦ ପାର୍‌ ଏକ ଅବିସ୍ମରଣୀୟ ଯାତ୍ରା।…

ପରାଜୟ ପାଇଁ ଅନ୍ୟକୁ ଦୋଷ ନ ଦେଇ କଂଗ୍ରେସ ଆତ୍ମଚିନ୍ତନ କରୁ: ଶାହା

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବୋଧିତ କରି ବିରୋଧୀଙ୍କ ଭୋଟ ଚୋରି ଅଭିଯୋଗକୁ ନେଇ ରାହୁଲ ଗାନ୍ଧୀଙ୍କ…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରି ବଡ଼ ବୟାନ ଦେଲେ ଶାହା, ସବୁଠୁ ବଡ଼ ବିଜୟ…

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ ପଶ୍ଚିମବଙ୍ଗ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପା ବିଧାୟକ ଦଳ ନେତା ଭାବେ…

ବଙ୍ଗଳାର ନୂଆ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ହେଉ ହେଉ ଶୁଭେନ୍ଦୁଙ୍କ ପ୍ରଥମ ପ୍ରତିକ୍ରିୟା, ରାଜନୀତିରେ ହଲଚଲ

କୋଲକାତା,୮।୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂତନ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ବୈଠକରେ ତାଙ୍କୁ ନେତା ଭାବରେ ନିର୍ୱାଚିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ପଦ ପାଇଁ ତାଙ୍କ…

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଶୁଭେନ୍ଦୁ ଯଜ୍ଞଙ୍କୁ ଆସିଛି ଡକରା

ବଞ୍ଚୋ,୮।୫(ପ୍ରଦୋଷ ବିଶ୍ୱାଳ): ପଶ୍ଚିମବଙ୍ଗରେ ଶନିବାର ଭାଜପା ସରକାର ଗଠନ କରିବ। ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ପରେ ସ୍ବରାଷ୍ଟ…

ବଙ୍ଗଳାର ସିଏମ ହେବାପରେ ଶୁଭେନ୍ଦୁଙ୍କୁ ମାସକୁ ମିଳିବ କେତେ ଦରମା? କାଲିଠୁ ବଙ୍ଗର ଧରିବେ ମଙ୍ଗ

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେଉଛି। ଏକ ଐତିହାସିକ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶୁଭେନ୍ଦୁ ଅଧିକାରୀଙ୍କୁ ତାଙ୍କ ବିଧାୟକ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri