ଏହି ଫିଲ୍ମରୁ ବଲିଉଡ୍‌ରେ ଡେବ୍ୟୁ କରିବେ କ୍ୟାରି ମିନାଟି

ଅଜୟ ନାଗର, କ୍ୟାରି ମିନାଟି ନାମରେ ୟୁଟୁବ୍‌ରେ ଲୋକପ୍ରିୟ। ସେ ବର୍ତ୍ତମାନ ବିଗ୍‌ ବି ଅମିତାଭ ବଚ୍ଚନ ଓ ଅଜୟ ଦେବଗନଙ୍କ ଅଭୀନତ ‘ମେଡ’ ଫିଲ୍ମ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଫିଲ୍ମରେ ସେ ସୋସିଆଲ ମିଡିଆ ସେନ୍ସେସ୍‌ନ୍‌ ଭୂମିକାରେ ଅଭିନୟ କରିବେ। ଏ ନେଇ କ୍ୟାରି କହିଛନ୍ତି ଫିଲ୍ମ ଜଗତର ମହାନ ବ୍ୟକ୍ତିତ୍ୱଙ୍କ ସହ କାମ କରିବାକୁ ଯାଉଥିବାରୁ ସେ ବହୁତ ଖୁସି। ସେ ଉତ୍ସାହର ସହିତ ଏହି ବ୍ରାଣ୍ଡର ନୂଆ କାର୍ଯ୍ୟର ଅଂଶ ହେବାକୁ ଅପେକ୍ଷା କରିିଛନ୍ତି। ତେବେ ଏହି ଫିଲ୍ମରେ ରକୁଲ ପ୍ରୀତ ସିଂ, ଅଙ୍ଗିରା ଧର ଏବଂ ଆକାଂକ୍ଷା ସିଂ ମୁଖ୍ୟ ଭୂମିକାରେ ଅଭିନୟ କରିବେ। ଫିଲ୍ମଟି ‘୨୦୨୨ ଏପ୍ରିଲ୍‌ ୨୯ରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri