ଦୁର୍ଘଟଣାରେ ଜଳିଗଲା କାର, ବାଇକ: ଚାଲିଗଲା ବାଇକ ଚାଳକଙ୍କ ଜୀବନ

ରଘୁନାଥପୁର,୧୩ା୧୨(ଡି.ଏନ୍‌.ଏ.)-ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା କଟକ ପାରାଦୀପ ରାସ୍ତାର ଗୋପାଳପୁରଠାରେ ରବିବାର ଏକ କାର ଓ ବାଇକ୍‌ ମୁହଁାମୁହିଁ ଧକ୍କା ହୋଇ ସମ୍ପୂର୍ଣ୍ଣ ଜଳି ଯାଇଛି। ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣାନନ୍ଦପୁର ପଞ୍ଚାୟତ ମନୁମହଲାର ଶେଖ କରାମତ ଅଲ୍ଲି(୫୮)। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ଅଲ୍ଲୀ ଅପରାହ୍ନରେ ଗୋପାଳପୁର ରାସ୍ତାରେ ବାଇକ୍‌ରେ ଯାଉଥିଲେ। ଏହି ସମୟରେ କଟକ ପଟୁ ଆସୁଥିବା ଏକ କାର ଅନ୍ୟ ଏକ ଗାଡ଼ିିକୁ ଓଭରଟେକ କରିବାକୁ ଯାଇ ଅଲ୍ଲୀଙ୍କ ବାଇକ୍‌ ସହ ମୁହଁାମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟଗାଡ଼ି ଘଟଣାସ୍ଥଳରେ ଜଳିଯିବା ସହ ଅଲ୍ଲୀଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri