Posted inଜାତୀୟ

୮୫% ଇଥାନଲ ମିଶା ଇନ୍ଧନରେ ଚାଲିବ କାର୍‌

ନୂଆଦିଲ୍ଲୀ,୨୨ା୪: ଅଶୋଧିତ ତୈଳ ଆମଦାନୀ ହ୍ରାସ କରିବା ସହ ପ୍ରଦୂଷଣ କମାଇବା ପାଇଁ ଗତ ଏପ୍ରିଲ ୧ରୁ ଭାରତରେ ଇ୨୦ ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ ଓ ୮୦ ପ୍ରତିଶତ ପେଟ୍ରୋଲର ମିଶ୍ରଣ) ଦେଶବ୍ୟାପୀ କାର୍ଯ୍ୟକାରୀ ହୋଇଛି। ଏବେ ୮୫% ଇଥାନଲ ଓ ୧୫% ପେଟ୍ରୋଲ ମିଶ୍ରିତ ଇ୮୫ ଇନ୍ଧନରେ କାର୍‌ ଚଳାଇବା ପାଇଁ କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଚିଠା ନିୟମାବଳୀ ଜାରି କରିବା ନିମନ୍ତେ ଯୋଜନା କରିଛନ୍ତି। ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଏହାର ସମାଧାନ ପାଇଁ ଇ୮୫ ବା ଫ୍ଲେକ୍ସ ଇନ୍ଧନ ଯୋଜନା ୨ ବର୍ଷ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ସରକାର ଚିନ୍ତା କରୁଛନ୍ତି। ଏଥିପାଇଁ ଗାଡ଼ି ଇଞ୍ଜିନ୍‌ରେ ସାମାନ୍ୟ ପରିବର୍ତ୍ତନ କରିବାକୁ ପଡ଼ିବ। ପେଟ୍ରୋଲ ତୁଳନାରେ ଅଧିକ ଇଥାନଲ ଥିବା ଇନ୍ଧନ ପ୍ରଦୂଷଣ କମାଇବା ସହ ଗାଡ଼ିର ମାଇଲେଜ ବା ଇନ୍ଧନ କ୍ଷମତା କମ୍‌ କରିଦେବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri