୧୦୦ ଚାଷୀଙ୍କ ନାଁରେ ମାମଲା

କୋକସରା,୫ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମେଗାଲିଫ୍ଟ କେନାଲରୁ କଳାହାଣ୍ଡି ଜିଲାର ଜୟପାଟଣା, କୋକସରା ଓ ଧର୍ମଗଡ ବ୍ଲକ୍‌କୁ ରବି ଚାଷ ପାଇଁ ଜଳସେଚନ ଦାବିରେ ଚାଷୀମାନେ ଆନ୍ଦୋଳନ କରିଥିଲେ। ଗତ ୩ ତାରିଖରେ ସଚେତନ କୃଷକ ମଞ୍ଚ ଆବାହନରେ ୩ ବ୍ଲକ୍‌ର ଚାଷୀନେତା ଓ ଚାଷୀମାନେ କୋକସରା ବ୍ଲକ ମୋଟେର ଛକରେ ୨୬ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଦିନତମାମ ଜାତୀୟ ରାଜପଥ ଉପରେ ଗାଡି ଚଳାଚଳ ବ୍ୟାହତ ହୋଇଥିଲା।

ସାରେ ଧର୍ମଗଡ଼ ଉପ ଜିଲାପାଳ ଧିମାନ ଚକମା ପହଞ୍ଚି ଚଳିତ ବର୍ଷ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଜଳସ୍ତର ହ୍ରାସ ଥିବା କାରଣରୁ ଜଳସେଚନ ସମ୍ଭବପର ନୁହେଁ ବୋଲି କହିବା ସହ ଚାଷୀଙ୍କୁ ଆନ୍ଦୋଳନରୁ ହଟିବା ପାଇଁ ଅନୁରୋଧ କରିଥିଲେ। ପରେ ସା ୬ଟାରେ ରାସ୍ତା ଅବରୋଧ ହଟିଥିଲା। ଏହି ଘଟଣାରେ ରାସ୍ତା ଅବରୋଧ କରି ନିୟମ ଉଲ୍ଲଂଘନ କରିଥିବା କାରଣରୁ କୋକସରା ପୋଲିସ ପକ୍ଷରୁ ୧୦୦ଜଣ ଚାଷୀନେତା ଓ ଚାଷୀଙ୍କ ନାଁରେ କୋକସରା ଥାନାରେ ମାମଲା (ନଂ.୨୫୭/୨୪) ରୁଜୁ ହୋଇଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri