Posted inଜାତୀୟ

୩,୫୦୦ ଭାଜପା କର୍ମୀଙ୍କ ନାଁରେ ମାମଲା

ଚେନ୍ନାଇ, ୨୩।୨: ତାମିଲନାଡ଼ୁରେ ଡିଏମ୍‌କେ କାଉନ୍‌ସିଲରଙ୍କ ମାଡ଼ରେ ପ୍ରାଣ ହରାଇଥିବା ଯବାନଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଥିବା ୩,୫୦୦ ଭାଜପା କର୍ମୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଭାଜପା ନେତା ଓ କର୍ମୀ ବିନା ଅନୁମତିରେ କ୍ୟାଣ୍ଡେଲ୍‌ ଲାଇଟ୍‌ ମାର୍ଚ୍ଚ କରିଥିବା ଚେନ୍ନାଇର ଜଣେ ପୋଲିସ ଅଫିସର କହିଛନ୍ତି।

ରାଜ୍ୟ ଭାଜପା ସଭାପତି ଅନ୍ନାମଲାଇଙ୍କ ଅଧ୍ୟକ୍ଷତାରେ ପାର୍ଟି ନେତା ଓ କର୍ମୀ ମଙ୍ଗଳବାର ହଙ୍ଗର ଷ୍ଟ୍ରାଇକ୍‌ ସାଙ୍ଗକୁ କ୍ୟାଣ୍ଡେଲ ଲାଇଟ୍‌ ମାର୍ଚ୍ଚ କରିଥିଲେ। ଏ ନେଇ ବୁଧବାର ଆନ୍ନାମଲାଇ ଏବଂ ଅବସରପ୍ରାପ୍ତ ସେନା କର୍ମଚାରୀ ରାଜଭବନରେ ରାଜ୍ୟପାଳ ଆର୍‌.ଏନ୍‌. ରାବିଙ୍କୁ ଭେଟିଛନ୍ତି। ରାଜ୍ୟରେ ସେନା କର୍ମଚାରୀ ଅସୁରକ୍ଷିତ ଥିବାବେଳେ ଏ ନେଇ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ସେମାନେ ରାଜ୍ୟପାଳଙ୍କୁ ଅନୁରୋଧ କରିଛନ୍ତି। ଅନ୍ୟପକ୍ଷେ ମୃତକଙ୍କ ପରିବାରକୁ ସରକାରୀ ଚାକିରି ଦେବା ଲାଗି ରାଜ୍ୟପାଳ ପ୍ରତିଶ୍ରୁତି ଦେଇଛନ୍ତି।

ଗତ ୮ରେ ପାଣି ଟାଙ୍କି ନିକଟରେ କପଡ଼ା ଧୋଇବା ନେଇ ଯବାନ ପ୍ରଭୁ ଏବଂ ଡିଏମ୍‌କେ କାଉନ୍‌ସିଲର ଚିନ୍ନାସାମିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଚିନ୍ନାସାମିଙ୍କ ସମର୍ଥକମାନେ ପ୍ରଭୁଙ୍କୁ ପିଟିଥିଲେ। ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ପ୍ରଭୁଙ୍କ ମୃତ୍ୟୁ ଘଟିଥିଲା। କାଉନ୍‌ସିଲରଙ୍କ ସମେତ ପୋଲିସ ୯ ଜଣଙ୍କୁ ଗିରଫ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri